Isaiah 59:7 — Compare Translations

5 translations compared side by side

Odia - 1840
"ସମାନଙ୍କେର ପାଦ ଦୁଷ୍କର୍ମ ଆଡ଼କୁ ଧାବିତ ହୁଏ ଓ ସମାନେେ ନିର୍ଦ୍ ଦୋଷ ରେ ରକ୍ତପାତ କରିବାକୁ ଅଗ୍ରସର ହୁଅନ୍ତି। ସମାନଙ୍କେର ଚିନ୍ତାସବୁ ଅଧର୍ମର ଚିନ୍ତା। ସମାନଙ୍କେ ପଥରେ ଧ୍ବଂସ ଓ ବିନାଶ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ଚରଣ ଦୁଷ୍କର୍ମର ଆଡ଼େ ଦୌଡ଼େ ଓ ସେମାନେ ନିର୍ଦ୍ଦୋଷର ରକ୍ତପାତ କରିବାକୁ ବେଗଗାମୀ ହୁଅନ୍ତି; ସେମାନଙ୍କର ଚିନ୍ତାସବୁ ଅଧର୍ମର ଚିନ୍ତା⇧; ସେମାନଙ୍କ ପଥରେ ଉଚ୍ଛିନ୍ନତା ଓ ବିନାଶ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ପାଦ ଦୁଷ୍କର୍ମ ଆଡ଼କୁ ଧାବିତ ହୁଏ ଓ ସେମାନେ ନିର୍ଦ୍ଦୋଷରେ ରକ୍ତପାତ କରିବାକୁ ଅଗ୍ରସର ହୁଅନ୍ତି। ସେମାନଙ୍କର ଚିନ୍ତାସବୁ ଅଧର୍ମର ଚିନ୍ତା। ସେମାନଙ୍କ ପଥରେ ଧ୍ୱଂସ ଓ ବିନାଶ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ଚରଣ ଦୁଷ୍କର୍ମର ଆଡ଼େ ଦୌଡ଼େ ଓ ସେମାନେ ନିର୍ଦ୍ଦୋଷର ରକ୍ତପାତ କରିବାକୁ ବେଗଗାମୀ ହୁଅନ୍ତି; ସେମାନଙ୍କର ଚିନ୍ତାସବୁ ଅଧର୍ମର ଚିନ୍ତା; ସେମାନଙ୍କ ପଥରେ ଉଚ୍ଛିନ୍ନତା ଓ ବିନାଶ ଥାଏ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ଚରଣ ଦୁଷ୍କର୍ମର ଆଡ଼େ ଦୌଡ଼େ ଓ ସେମାନେ ନିର୍ଦ୍ଦୋଷର ରକ୍ତପାତ କରିବାକୁ ବେଗଗାମୀ ହୁଅନ୍ତି; ସେମାନଙ୍କର ଚିନ୍ତାସବୁ ଅଧର୍ମର ଚିନ୍ତା; ସେମାନଙ୍କ ପଥରେ ଉଚ୍ଛିନ୍ନତା ଓ ବିନାଶ ଥାଏ।