Isaiah 59:8 — Compare Translations

5 translations compared side by side

Odia - 1840
"ସମାନେେ ଶାନ୍ତିର ପଥ ଜାଣନ୍ତି ନାହିଁ ଓ ସମାନଙ୍କେର ମାର୍ଗ ରେ ନ୍ଯାଯ ବିଚାର ନ ଥାଏ। ସମାନେେ ନିଜ ପାଇଁ କୁଟିଳ ପଥ ସୃଷ୍ଟି କରିଛନ୍ତି, ଯେ କହେି ସହେି ପଥରେ ଗମନ କରେ, ସେ ଶାନ୍ତି ପାଏ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶାନ୍ତିର ବାଟ ସେମାନେ ଜାଣନ୍ତି ନାହିଁ ଓ ସେମାନଙ୍କ ମାର୍ଗରେ କୌଣସି ବିଚାର ନାହିଁ; ସେମାନେ ଆପଣାମାନଙ୍କ ପାଇଁ ବକ୍ର ପଥ କରିଅଛନ୍ତି; ଯେକେହି ତହିଁରେ ଗମନ କରେ, ସେ ଶାନ୍ତି ଜାଣେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଶାନ୍ତିର ପଥ ଜାଣନ୍ତି ନାହିଁ ଓ ସେମାନଙ୍କର ମାର୍ଗରେ ନ୍ୟାୟ ବିଗ୍ଭର ନ ଥାଏ। ସେମାନେ ନିଜ ପାଇଁ କୁଟିଳ ପଥ ସୃଷ୍ଟି କରିଛନ୍ତି, ଯେକେହି ସେହି ପଥରେ ଗମନ କରେ, ସେ ଶାନ୍ତି ପାଏ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶାନ୍ତିର ବାଟ ସେମାନେ ଜାଣନ୍ତି ନାହିଁ ଓ ସେମାନଙ୍କ ମାର୍ଗରେ କୌଣସି ବିଚାର ନାହିଁ; ସେମାନେ ଆପଣାମାନଙ୍କ ପାଇଁ ବକ୍ର ପଥ କରିଅଛନ୍ତି; ଯେକେହି ତହିଁରେ ଗମନ କରେ, ସେ ଶାନ୍ତି ଜାଣେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଶାନ୍ତିର ବାଟ ସେମାନେ ଜାଣନ୍ତି ନାହିଁ ଓ ସେମାନଙ୍କ ମାର୍ଗରେ କୌଣସି ବିଚାର ନାହିଁ; ସେମାନେ ଆପଣାମାନଙ୍କ ପାଇଁ ବକ୍ର ପଥ କରିଅଛନ୍ତି; ଯେକେହି ତହିଁରେ ଗମନ କରେ, ସେ ଶାନ୍ତି ଜାଣେ ନାହିଁ।