Isaiah 59:9 — Compare Translations

5 translations compared side by side

Odia - 1840
"ଏଥି ସକାେଶ ନ୍ଯାଯ ବିଚାର ଆମ୍ଭଠାରୁ ଦୂର ରେ ଥାଏ ଓ ଧାର୍ମିକତା ଆମ୍ଭମାନଙ୍କ ପାଖ ମାଡ଼େ ନାହିଁ। ଆମ୍ଭମାନେେ ଦୀପ୍ତି ପାଇଁ ଅପେକ୍ଷା କରୁ, ମାତ୍ର କବଳେ ଅନ୍ଧକାର ଦେଖୁ। ଆଲୋକକୁ ଅପେକ୍ଷା କରୁ, ମାତ୍ର ଅନ୍ଧକାର ରେ ଭ୍ରମଣ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ବିଚାର ଆମ୍ଭମାନଙ୍କଠାରୁ ଦୂରରେ ଥାଏ, ଧାର୍ମିକତା ଆମ୍ଭମାନଙ୍କ ସଙ୍ଗ ଧରେ ନାହିଁ; ଆମ୍ଭେମାନେ ଦୀପ୍ତି ପାଇଁ ଅପେକ୍ଷା କରୁ, ମାତ୍ର ଦେଖ, ଅନ୍ଧକାର; ଆଲୁଅର ଅପେକ୍ଷା କରୁ, ମାତ୍ର ଆମ୍ଭେମାନେ ଅନ୍ଧାରରେ ଭ୍ରମଣ କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ପାପ ଦୁଃଖ ଆଣେ ଏଥି ସକାଶେ ନ୍ୟାୟ ବିଗ୍ଭର ଆମ୍ଭଠାରୁ ଦୂରରେ ଥାଏ ଓ ଧାର୍ମିକତା ଆମ୍ଭମାନଙ୍କ ପାଖ ମାଡ଼େ ନାହିଁ। ଆମ୍ଭେମାନେ ଦୀପ୍ତି ପାଇଁ ଅପେକ୍ଷା କରୁ, ମାତ୍ର କେବଳ ଅନ୍ଧକାର ଦେଖୁ। ଆଲୋକକୁ ଅପେକ୍ଷା କରୁ, ମାତ୍ର ଅନ୍ଧକାରରେ ଭ୍ରମଣ କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ବିଚାର ଆମ୍ଭମାନଙ୍କଠାରୁ ଦୂରରେ ଥାଏ, ଧାର୍ମିକତା ଆମ୍ଭମାନଙ୍କ ସଙ୍ଗ ଧରେ ନାହିଁ; ଆମ୍ଭେମାନେ ଦୀପ୍ତି ପାଇଁ ଅପେକ୍ଷା କରୁ, ମାତ୍ର ଦେଖ, ଅନ୍ଧକାର; ଆଲୁଅର ଅପେକ୍ଷା କରୁ, ମାତ୍ର ଆମ୍ଭେମାନେ ଅନ୍ଧାରରେ ଭ୍ରମଣ କରୁ।
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ବିଚାର ଆମ୍ଭମାନଙ୍କଠାରୁ ଦୂରରେ ଥାଏ, ଧାର୍ମିକତା ଆମ୍ଭମାନଙ୍କ ସଙ୍ଗ ଧରେ ନାହିଁ; ଆମ୍ଭେମାନେ ଦୀପ୍ତି ପାଇଁ ଅପେକ୍ଷା କରୁ, ମାତ୍ର ଦେଖ, ଅନ୍ଧକାର; ଆଲୁଅର ଅପେକ୍ଷା କରୁ, ମାତ୍ର ଆମ୍ଭେମାନେ ଅନ୍ଧାରରେ ଭ୍ରମଣ କରୁ।