Isaiah 6:1 — Compare Translations
5 translations compared side by side
Odia - 1840
"ଯିହୁଦାର ରାଜା ଉଷିୟଙ୍କ ମୃତ୍ଯୁବର୍ଷ ରେ ମୁଁ ମାରେପ୍ରଭୁଙ୍କୁ ଦର୍ଶନ କରିବାକୁ ସକ୍ଷମ ହଲିେ। ସେ ଏକ ଉନ୍ନତ୍ତ ଓ ଚମତ୍କାର ସିଂହାସନ ଉପ ରେ ଉପବିଷ୍ଟ ହାଇେଥିଲେ। ତାଙ୍କର ରାଜ ପୋଷାକର ଅଞ୍ଚଳ ମନ୍ଦିରକୁ ବେଷ୍ଟନ କରିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉଷୀୟ ରାଜା ମୃତ ହେବା ବର୍ଷ ମୁଁ ପ୍ରଭୁଙ୍କୁ ଏକ ଉଚ୍ଚ ଓ ଉନ୍ନତ ସିଂହାସନରେ ଉପବିଷ୍ଟ ଦେଖିଲି, ତାହାଙ୍କ ରାଜବସ୍ତ୍ରର ଅଞ୍ଚଳ ମନ୍ଦିରକୁ ପରିପୂର୍ଣ୍ଣ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯିଶାଇୟଙ୍କୁ ଭବିଷ୍ୟଦ୍ବକ୍ତା ହେବାକୁ ପରମେଶ୍ୱରଙ୍କ ଆହ୍ୱାନ ଯିହୁଦାର ରାଜା ଉଷିୟଙ୍କ ମୃତ୍ୟୁବର୍ଷରେ ମୁଁ ମୋର ପ୍ରଭୁଙ୍କୁ ଦର୍ଶନ କରିବାକୁ ସକ୍ଷମ ହେଲି। ସେ ଏକ ଉନ୍ନତ୍ତ ଓ ଚମତ୍କାର ସିଂହାସନ ଉପରେ ଉପବିଷ୍ଟ ହୋଇଥିଲେ। ତାଙ୍କର ରାଜ ପୋଷାକର ଅଞ୍ଚଳ ମନ୍ଦିରକୁ ବେଷ୍ଟନ କରିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉଷୀୟ ରାଜା ମୃତ ହେବା ବର୍ଷ ମୁଁ ପ୍ରଭୁଙ୍କୁ ଏକ ଉଚ୍ଚ ଓ ଉନ୍ନତ ସିଂହାସନରେ ଉପବିଷ୍ଟ ଦେଖିଲି, ତାହାଙ୍କ ରାଜବସ୍ତ୍ରର ଅଞ୍ଚଳ ମନ୍ଦିରକୁ ପରିପୂର୍ଣ୍ଣ କଲା।
Odia IRV 2017 (ଓଡିଆ ବାଇବେଲ)
ଉଷୀୟ ରାଜା ମୃତ ହେବା ବର୍ଷ ମୁଁ ପ୍ରଭୁଙ୍କୁ ଏକ ଉଚ୍ଚ ଓ ଉନ୍ନତ ସିଂହାସନରେ ଉପବିଷ୍ଟ ଦେଖିଲି, ତାହାଙ୍କ ରାଜବସ୍ତ୍ରର ଅଞ୍ଚଳ ମନ୍ଦିରକୁ ପରିପୂର୍ଣ୍ଣ କଲା।