Isaiah 6:10 — Compare Translations
5 translations compared side by side
Odia - 1840
"ସମାନଙ୍କେୁ ବିଭ୍ରାନ୍ତ କର। ସମାନେେ ଯାହା ଶୁଣୁଛନ୍ତି ଓ ଯାହା ଦେଖୁଛନ୍ତି ତାହା ଯେପରି ବୁଝିବାକୁ ସକ୍ଷମ ନ ହୁଅନ୍ତି ସହେିପରି ଭାବରେ ତାଙ୍କୁ ପ୍ରସ୍ତୁତ କରାଅ। ତୁମ୍ଭେ ଯଦି ଏହା ନ'କର ସମାନେେ ଯାହା ଶୁଣୁଛନ୍ତି ଓ ଯାହା ଦେଖୁଛନ୍ତି ତାହା ପ୍ରକୃତ ରେ ବୁଝି ପାରିବେ। ଲୋକମାନେ ସମାନଙ୍କେର ସର୍ବାନ୍ତକରଣ ରେ ବୁଝିପାରିବେ। ଏହା କଲେ ସମାନେେ ମାେ ନିକଟକୁ ଫରେି ଆସିବେ ଓ ମାଠାରୁେ ସୁସ୍ଥତା ପାଇବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଲୋକମାନେ ଆପଣା ଆପଣା ଚକ୍ଷୁରେ ଦେଖି ଓ କର୍ଣ୍ଣରେ ଶୁଣି ଓ ଅନ୍ତଃକରଣରେ ବୁଝି ମନ ଫେରାଇ ଯେପରି ସୁସ୍ଥ ନ ହୁଅନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କ ଅନ୍ତଃକରଣ ସ୍ଥୂଳ କର ଓ ସେମାନଙ୍କ କର୍ଣ୍ଣ ଭାରୀ କର ଓ ସେମାନଙ୍କ ଚକ୍ଷୁ ମୁଦି ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କୁ ବିଭ୍ରାନ୍ତ କର। ସେମାନେ ଯାହା ଶୁଣୁଛନ୍ତି ଓ ଯାହା ଦେଖୁଛନ୍ତି ତାହା ଯେପରି ବୁଝିବାକୁ ସକ୍ଷମ ନ ହୁଅନ୍ତି ସେହିପରି ଭାବରେ ତାଙ୍କୁ ପ୍ରସ୍ତୁତ କରାଅ। ତୁମ୍ଭେ ଯଦି ଏହା ନ କର ସେମାନେ ଯାହା ଶୁଣୁଛନ୍ତି ଓ ଯାହା ଦେଖୁଛନ୍ତି ତାହା ପ୍ରକୃତରେ ବୁଝି ପାରିବେ। ଲୋକମାନେ ସେମାନଙ୍କର ସର୍ବାନ୍ତକରଣରେ ବୁଝିପାରିବେ। ଏହା କଲେ ସେମାନେ ମୋ’ ନିକଟକୁ ଫେରି ଆସିବେ ଓ ମୋ’ଠାରୁ ସୁସ୍ଥତା ପାଇବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଲୋକମାନେ ଆପଣା ଆପଣା ଚକ୍ଷୁରେ ଦେଖି ଓ କର୍ଣ୍ଣରେ ଶୁଣି ଓ ଅନ୍ତଃକରଣରେ ବୁଝି ମନ ଫେରାଇ ଯେପରି ସୁସ୍ଥ ନ ହୁଅନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କ ଅନ୍ତଃକରଣ ସ୍ଥୂଳ କର ଓ ସେମାନଙ୍କ କର୍ଣ୍ଣ ଭାରୀ କର ଓ ସେମାନଙ୍କ ଚକ୍ଷୁ ମୁଦି ଦିଅ।”
Odia IRV 2017 (ଓଡିଆ ବାଇବେଲ)
ଏହି ଲୋକମାନେ ଆପଣା ଆପଣା ଚକ୍ଷୁରେ ଦେଖି ଓ କର୍ଣ୍ଣରେ ଶୁଣି ଓ ଅନ୍ତଃକରଣରେ ବୁଝି ମନ ଫେରାଇ ଯେପରି ସୁସ୍ଥ ନ ହୁଅନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କ ଅନ୍ତଃକରଣ ସ୍ଥୂଳ କର ଓ ସେମାନଙ୍କ କର୍ଣ୍ଣ ଭାରୀ କର ଓ ସେମାନଙ୍କ ଚକ୍ଷୁ ମୁଦି ଦିଅ।”