Isaiah 6:11 — Compare Translations

5 translations compared side by side

Odia - 1840
"ତା'ପ ରେ ମୁଁ ସଦାପ୍ରଭୁଙ୍କୁ ପ୍ରଶ୍ନ କଲି, ପ୍ରଭୋ! ମୁଁ କେତକୋଳ ଏହା କରିବି?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ମୁଁ କହିଲି, ହେ ପ୍ରଭୋ, କେତେ କାଳ ଯାଏ? ତହିଁରେ ସେ ଉତ୍ତର କଲେ, ଯେଯାଏ ନଗରସବୁ ନିବାସୀବିହୀନ ଓ ଗୃହସବୁ ନରଶୂନ୍ୟ ହୋଇ ଉଜାଡ଼ ନ ହୁଏ ଓ ଭୂମି ସମ୍ପୂର୍ଣ୍ଣ ରୂପେ ଉଜାଡ଼ ନ ହୁଏ,
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ସଦାପ୍ରଭୁଙ୍କୁ ପ୍ରଶ୍ନ କଲି, “ପ୍ରଭୋ! ମୁଁ କେତେକାଳ ଏହା କରିବି?” ସଦାପ୍ରଭୁ ଉତ୍ତର ଦେଲେ, “ଦେଶଗୁଡ଼ିକ ଧ୍ୱଂସ ପାଇବା ପର୍ଯ୍ୟନ୍ତ ଓ ଲୋକମାନେ ସମ୍ପୂର୍ଣ୍ଣ ଲୋପ ହେବା ପର୍ଯ୍ୟନ୍ତ ଏହା କର। ଯେପର୍ଯ୍ୟନ୍ତ ଗୋଟିଏ ହେଲେ ଲୋକ ଗୃହରେ ନ ଥିବା ପର୍ଯ୍ୟନ୍ତ ଓ ଦେଶ ସମ୍ପୂର୍ଣ୍ଣ ଜନଶୂନ୍ୟ ହେବା ପର୍ଯ୍ୟନ୍ତ ଏହା କରି ଗ୍ଭଲ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ମୁଁ ପଚାରିଲି, “ହେ ପ୍ରଭୋ, କେତେ କାଳ ଯାଏ?” ତହିଁରେ ସେ ଉତ୍ତର କଲେ, “ଯେପର୍ଯ୍ୟନ୍ତ ନଗରସବୁ ନିବାସୀବିହୀନ ଓ ଗୃହସବୁ ନରଶୂନ୍ୟ ହୋଇ ଉଜାଡ଼ ନ ହୁଏ ଓ ଭୂମି ସମ୍ପୂର୍ଣ୍ଣ ରୂପେ ଉଜାଡ଼ ନ ହୁଏ,
Odia IRV 2017 (ଓଡିଆ ବାଇବେଲ)
ତେବେ ମୁଁ ପଚାରିଲି, “ହେ ପ୍ରଭୁ, କେତେ କାଳ ଯାଏ?” ତହିଁରେ ସେ ଉତ୍ତର କଲେ, ଯେପର୍ଯ୍ୟନ୍ତ ନଗରସବୁ ନିବାସୀବିହୀନ ଓ ଗୃହସବୁ ନରଶୂନ୍ୟ ହୋଇ ଉଜାଡ଼ ନ ହୁଏ ଓ ଭୂମି ସମ୍ପୂର୍ଣ୍ଣ ରୂପେ ଉଜାଡ଼ ନ ହୁଏ,