Isaiah 6:12 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ସବୁଲୋକଙ୍କୁ ଦୂରକୁ ତଡ଼ି ଦବେେ। ଦେଶ ରେ ବିସ୍ତୃତ ଅଞ୍ଚଳ ଜନଶୂନ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ ଲୋକମାନଙ୍କୁ ଅତି ଦୂର କରି ନ ଦିଅନ୍ତି ଓ ଦେଶ ମଧ୍ୟରେ ପରିତ୍ୟକ୍ତ ସ୍ଥାନ ଅନେକ ନ ହୁଏ, ସେଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସବୁଲୋକଙ୍କୁ ଦୂରକୁ ତଡ଼ି ଦେବେ। ଦେଶରେ ବିସ୍ତୃତ ଅଞ୍ଚଳ ଜନଶୂନ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ ଲୋକମାନଙ୍କୁ ଅତି ଦୂର କରି ନ ଦିଅନ୍ତି ଓ ଦେଶ ମଧ୍ୟରେ ପରିତ୍ୟକ୍ତ ସ୍ଥାନ ଅନେକ ନ ହୁଏ, ସେପର୍ଯ୍ୟନ୍ତ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ ଲୋକମାନଙ୍କୁ ଅତି ଦୂର କରି ନ ଦିଅନ୍ତି ଓ ଦେଶ ମଧ୍ୟରେ ପରିତ୍ୟକ୍ତ ସ୍ଥାନ ଅନେକ ନ ହୁଏ, ସେପର୍ଯ୍ୟନ୍ତ।