Isaiah 6:13 — Compare Translations

5 translations compared side by side

Odia - 1840
"ମାତ୍ର ଏକ ଦଶମାଂଶ ଲୋକ ରହିବାକୁ ଅନୁମତି ପାଇବେ। ଏହି ଦଶମାଂସ ଲୋକ ସଦାପ୍ରଭୁଙ୍କ ନିକଟକୁ ଫରେି ଆସିବେ ଓ ଅନ୍ୟମାନେ ଧ୍ବଂସ ପାଇବେ। ଏମାନେ ଆଲୋନଗଛ ସଦୃଶ ହବେେ। ଆଲୋନ ଗଛ ହଣା ହେଲା ପ ରେ ତା'ର ଗଣ୍ଡି ଯେପରି ସୁଦୃଢ଼ ରହେ, କର୍ତ୍ତିତ ବୃକ୍ଷର ଅବଶିଷ୍ଟାଂଶ ପବିତ୍ର ବୀଜ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯଦିବା ତହିଁରେ ଦଶମାଂଶ ରହେ, ତଥାପି ତାହା ପୁନର୍ବାର ବିନଷ୍ଟ ହେବ; ଏଲା ଓ ଅଲୋନ ବୃକ୍ଷ ହଣା ଗଲେ ହେଁ ଯେପରି ତାହାର ଗଣ୍ତି ରହେ; ସେପରି ସେହି ପବିତ୍ର ବଂଶ ଏହି ଗୋଷ୍ଠୀର ଗଣ୍ତିସ୍ଵରୂପ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଏକ ଦଶମାଂଶ ଲୋକ ରହିବାକୁ ଅନୁମତି ପାଇବେ। ଏହି ଦଶମାଂସ ଲୋକ ସଦାପ୍ରଭୁଙ୍କ ନିକଟକୁ ଫେରି ଆସିବେ ଓ ଅନ୍ୟମାନେ ଧ୍ୱଂସ ପାଇବେ। ଏମାନେ ଅଲୋନଗଛ ସଦୃଶ ହେବେ। ଅଲୋନ ଗଛ ହଣା ହେଲା ପରେ ତା’ର ଗଣ୍ଡି ଯେପରି ସୁଦୃଢ଼ ରହେ, କର୍ତ୍ତିତ ବୃକ୍ଷର ଅବଶିଷ୍ଟାଂଶ ପବିତ୍ର ବୀଜ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯଦିବା ତହିଁରେ ଦଶମାଂଶ ରହେ, ତଥାପି ତାହା ପୁନର୍ବାର ବିନଷ୍ଟ ହେବ; ଏଲା ଓ ଅଲୋନ ବୃକ୍ଷ ହଣା ଗଲେ ହେଁ ଯେପରି ତାହାର ଗଣ୍ଡି ରହେ; ସେହିପରି ସେହି ପବିତ୍ର ବଂଶ ଏହି ଗୋଷ୍ଠୀର ଗଣ୍ଡିସ୍ୱରୂପ ଅଟେ।”
Odia IRV 2017 (ଓଡିଆ ବାଇବେଲ)
ଆଉ, ଯଦିବା ତହିଁରେ ଦଶମାଂଶ ରହେ, ତଥାପି ତାହା ପୁନର୍ବାର ବିନଷ୍ଟ ହେବ; ଏଲା ଓ ଅଲୋନ ବୃକ୍ଷ ହଣା ଗଲେ ହେଁ ଯେପରି ତାହାର ଗଣ୍ଡି ରହେ; ସେହିପରି ସେହି ପବିତ୍ର ବଂଶ ଏହି ଗୋଷ୍ଠୀର ଗଣ୍ଡିସ୍ୱରୂପ ଅଟେ।