Isaiah 6:2 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ ଚତୁର୍ଦ୍ଦିଗ ରେ ସରାଫଗଣ ଛିଡ଼ା ହାଇେଥିଲେ। ପ୍ରେତ୍ୟକକ ସରାଫଙ୍କର ଛଅଟି ପକ୍ଷ ଥିଲା। ସହେି ଦବଦେୂତଗଣ ସମାନଙ୍କେର ଦୁଇଟି ପକ୍ଷ ରେ ମୁଖକୁ ଆଚ୍ଛାଦନ କରିଥିଲେ। ସମାନେେ ମଧ୍ଯ ଦୁଇଟି ପକ୍ଷ ସାହାୟ୍ଯ ରେ ସମାନଙ୍କେର ପାଦକୁ ଆଚ୍ଛାଦନ କରିଥିଲେ, ଏବଂ ଉଡ଼ିବା ରେ ଦୁଇଟି ପକ୍ଷ ବ୍ଯବହାର କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ନିକଟରେ ସରାଫଗଣ ଠିଆ ହେଲେ; ସେ ପ୍ରତ୍ୟେକର ଛଅ ଛଅ ପକ୍ଷ ଥିଲା; ପ୍ରତ୍ୟେକେ ଦୁଇ ପକ୍ଷରେ ଆପଣା ଆପଣା ମୁଖ ଆଚ୍ଛାଦନ କଲେ, ଦୁଇ ପକ୍ଷରେ ଚରଣ ଆଚ୍ଛାଦନ କଲେ ଓ ଦୁଇ ପକ୍ଷରେ ଉଡ଼ିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ଚତୁର୍ଦ୍ଦିଗରେ ସରାଫଗଣ ଛିଡ଼ା ହୋଇଥିଲେ। ପ୍ରତ୍ୟେକ ସରାଫଙ୍କର ଛଅଟି ପକ୍ଷ ଥିଲା। ସେହି ଦେବଦୂତଗଣ ସେମାନଙ୍କର ଦୁଇଟି ପକ୍ଷରେ ମୁଖକୁ ଆଚ୍ଛାଦନ କରିଥିଲେ। ସେମାନେ ମଧ୍ୟ ଦୁଇଟି ପକ୍ଷ ସାହାଯ୍ୟରେ ସେମାନଙ୍କର ପାଦକୁ ଆଚ୍ଛାଦନ କରିଥିଲେ, ଏବଂ ଉଡ଼ିବାରେ ଦୁଇଟି ପକ୍ଷ ବ୍ୟବହାର କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ନିକଟରେ ସରାଫଗଣ ଠିଆ ହେଲେ; ସେ ପ୍ରତ୍ୟେକର ଛଅ ଛଅ ପକ୍ଷ ଥିଲା; ପ୍ରତ୍ୟେକେ ଦୁଇ ପକ୍ଷରେ ଆପଣା ଆପଣା ମୁଖ ଆଚ୍ଛାଦନ କଲେ, ଦୁଇ ପକ୍ଷରେ ଚରଣ ଆଚ୍ଛାଦନ କଲେ ଓ ଦୁଇ ପକ୍ଷରେ ଉଡ଼ିଲେ।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ନିକଟରେ ସରାଫଗଣ ଠିଆ ହେଲେ; ସେ ପ୍ରତ୍ୟେକର ଛଅ ଛଅ ପକ୍ଷ ଥିଲା; ପ୍ରତ୍ୟେକେ ଦୁଇ ପକ୍ଷରେ ଆପଣା ଆପଣା ମୁଖ ଆଚ୍ଛାଦନ କଲେ, ଦୁଇ ପକ୍ଷରେ ଚରଣ ଆଚ୍ଛାଦନ କଲେ ଓ ଦୁଇ ପକ୍ଷରେ ଉଡ଼ିଲେ।