Isaiah 6:3 — Compare Translations

5 translations compared side by side

Odia - 1840
"ସମାନେେ ପରସ୍ପରକୁ ଡ଼ାକି କହୁଥିଲେ, ସର୍ବ ଶକ୍ତିମାନ ସଦାପ୍ରଭୁ ଧର୍ମମଯ, ଧର୍ମମଯ, ଧର୍ମମଯ। ତାଙ୍କର ମହିମା ସମଗ୍ର ପୃଥିବୀ ରେ ବ୍ଯାପିୟାଇଛି।' ସହେି ଦବଦେୂତମାନଙ୍କର ସ୍ବର ଅତି ଉଚ୍ଚ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ପରସ୍ପର ଡାକି କହିଲେ, ସୈନ୍ୟାଧିପତି ସଦାପ୍ରଭୁ ଧର୍ମମୟ, ଧର୍ମମୟ, ଧର୍ମମୟ; ସମୁଦାୟ ପୃଥିବୀ ତାହାଙ୍କ ମହିମାରେ ପରିପୂର୍ଣ୍ଣ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପରସ୍ପରକୁ ଡାକି କହୁଥିଲେ, “ସର୍ବଶକ୍ତିମାନ ସଦାପ୍ରଭୁ ଧର୍ମମୟ, ଧର୍ମମୟ, ଧର୍ମମୟ। ତାଙ୍କର ମହିମା ସମଗ୍ର ପୃଥିବୀରେ ବ୍ୟାପିଯାଇଛି।” ସେହି ଦେବଦୂତମାନଙ୍କର ସ୍ୱର ଅତି ଉଚ୍ଚ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ପରସ୍ପର ଡାକି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ପବିତ୍ର, ପବିତ୍ର, ପବିତ୍ର; ସମୁଦାୟ ପୃଥିବୀ ତାହାଙ୍କ ମହିମାରେ ପରିପୂର୍ଣ୍ଣ।”
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ ପରସ୍ପର ଡାକି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ପବିତ୍ର, ପବିତ୍ର, ପବିତ୍ର; ସମୁଦାୟ ପୃଥିବୀ ତାହାଙ୍କ ମହିମାରେ ପରିପୂର୍ଣ୍ଣ।”