Isaiah 6:4 — Compare Translations
5 translations compared side by side
Odia - 1840
"ସେତବେେଳେ ଘାଷେଣାକାରୀଙ୍କ ଉଚ୍ଚରବ ରେ ଦ୍ବାରବନ୍ଧ କମ୍ପିତ ହେଲା ଓ ପ୍ରଭୁଙ୍କ ମନ୍ଦିର ଧୂମ ରେ ପରିପୂର୍ଣ୍ଣ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଘୋଷଣାକାରୀର ରବରେ ଦ୍ଵାର ସମ୍ମୁଖ ସ୍ଥାନର ମୂଳଦୁଆ କମ୍ପିତ ହେଲା ଓ ଗୃହ ଧୂମରେ ପରିପୂର୍ଣ୍ଣ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଘୋଷଣାକାରୀଙ୍କ ଉଚ୍ଚରବରେ ଦ୍ୱାରବନ୍ଧ କମ୍ପିତ ହେଲା ଓ ପ୍ରଭୁଙ୍କ ମନ୍ଦିର ଧୂମରେ ପରିପୂର୍ଣ୍ଣ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଘୋଷଣାକାରୀର ରବରେ ଦ୍ୱାର ସମ୍ମୁଖ ସ୍ଥାନର ମୂଳଦୁଆ କମ୍ପିତ ହେଲା ଓ ମନ୍ଦିର ଧୂମରେ ପରିପୂର୍ଣ୍ଣ ହେଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଘୋଷଣାକାରୀର ରବରେ ଦ୍ୱାର ସମ୍ମୁଖ ସ୍ଥାନର ମୂଳଦୁଆ କମ୍ପିତ ହେଲା ଓ ମନ୍ଦିର ଧୂମରେ ପରିପୂର୍ଣ୍ଣ ହେଲା।