Isaiah 6:5 — Compare Translations
5 translations compared side by side
Odia - 1840
"ସେତବେେଳେ ମୁଁ ଭୟଭୀତ ହାଇେ କହିଲି, ହାୟ! ହାୟ! ମୁଁ ନଷ୍ଟ ହାଇଗଲିେ। କାରଣ ମୁଁ ଏତେ ଅପବିତ୍ର ଯେ ପରମେଶ୍ବରଙ୍କ ନିକଟରେ କହିବାକୁ ଅ ଯୋଗ୍ଯ। ପୁରି ଏପରି ଅଶୁଚି ଲୋକମାନଙ୍କ ମଧିଅରେ ବାସ କରୁଛି ଯେ ମୁଁ ସଦାପ୍ରଭୁଙ୍କ ନିକଟରେ କହିବାକୁ ଅୟୋଗ୍ଯ। ତଥାପି ମୁଁ ସର୍ବଶକ୍ତିମାନ ସଦାପ୍ରଭୁ ରାଜାଙ୍କୁ ଦେଖୁଛି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ମୁଁ କହିଲି, ହାୟ ହାୟ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ମୁଁ ଭୟଭୀତ ହୋଇ କହିଲି, “ହାୟ! ହାୟ! ମୁଁ ନଷ୍ଟ ହୋଇଗଲି। କାରଣ ମୁଁ ଏତେ ଅପବିତ୍ର ଯେ, ପରମେଶ୍ୱରଙ୍କ ନିକଟରେ କହିବାକୁ ଅଯୋଗ୍ୟ। ପୁଣି ଏପରି ଅଶୁଚି ଲୋକମାନଙ୍କ ମଧ୍ୟରେ ବାସ କରୁଛି ଯେ ମୁଁ ସଦାପ୍ରଭୁଙ୍କ ନିକଟରେ କହିବାକୁ ଅଯୋଗ୍ୟ। ତଥାପି ମୁଁ ସର୍ବଶକ୍ତିମାନ ସଦାପ୍ରଭୁ ରାଜାଙ୍କୁ ଦେଖୁଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ମୁଁ କହିଲି, “ହାୟ ହାୟ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି!”
Odia IRV 2017 (ଓଡିଆ ବାଇବେଲ)
ତେବେ ମୁଁ କହିଲି, “ହାୟ ହାୟ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି!”