Isaiah 6:7 — Compare Translations

5 translations compared side by side

Odia - 1840
"ସହେି ସରାଫ ଦବଦେୂତ ସହେି ଉତ୍ତପ୍ତ ଅଙ୍ଗାର ସାହାୟ୍ଯ ରେ ମାରେ ମୁଖକୁ ସ୍ପର୍ଶ କଲା। ତା'ପ ରେ ସେ କହିଲେ, ଦେଖ! ମୁଁ ଏହି ଜ୍ବଳନ୍ତ ଅଙ୍ଗାର ରେ ତୁମ୍ଭର ଓଷ୍ଠାଧରକୁ ସ୍ପର୍ଶ କଲି କାରଣ ଏହାଦ୍ବାରା ତୁମ୍ଭର ଅପରାଧ ଦୂରିଭୂତ ହେଲା ଓ ତୁମ୍ଭେ ପାପରୁ ମୁକ୍ତ ହେଲ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ତଦ୍ଦ୍ଵାରା ମୋର ମୁଖ ସ୍ପର୍ଶ କରି କହିଲେ, ଦେଖ, ଏହା ତୁମ୍ଭ ଓଷ୍ଠାଧରକୁ ସ୍ପର୍ଶ କରିଅଛି; ଏଣୁ ତୁମ୍ଭର ଅପରାଧ ଦୂରୀକୃତ ହେଲା ଓ ତୁମ୍ଭର ପାପ ମୋଚନ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସରାଫ ଦେବଦୂତ ସେହି ଉତ୍ତପ୍ତ ଅଙ୍ଗାର ସାହାଯ୍ୟରେ ମୋର ମୁଖକୁ ସ୍ପର୍ଶ କଲା। ତା’ପରେ ସେ କହିଲେ, “ଦେଖ! ମୁଁ ଏହି ଜ୍ୱଳନ୍ତ ଅଙ୍ଗାରରେ ତୁମ୍ଭର ଓଷ୍ଠାଧରକୁ ସ୍ପର୍ଶ କଲି କାରଣ ଏହା ଦ୍ୱାରା ତୁମ୍ଭର ଅପରାଧ ଦୂରିଭୂତ ହେଲା ଓ ତୁମ୍ଭେ ପାପରୁ ମୁକ୍ତ ହେଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ତଦ୍ଦ୍ୱାରା ମୋର ମୁଖ ସ୍ପର୍ଶ କରି କହିଲେ, “ଦେଖ, ଏହା ତୁମ୍ଭ ଓଷ୍ଠାଧରକୁ ସ୍ପର୍ଶ କରିଅଛି; ଏଣୁ ତୁମ୍ଭର ଅପରାଧ ଦୂରୀକୃତ ହେଲା ଓ ତୁମ୍ଭର ପାପ ମୋଚନ ହେଲା।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ତଦ୍ଦ୍ୱାରା ମୋର ମୁଖ ସ୍ପର୍ଶ କରି କହିଲେ, “ଦେଖ, ଏହା ତୁମ୍ଭ ଓଷ୍ଠାଧରକୁ ସ୍ପର୍ଶ କରିଅଛି; ଏଣୁ ତୁମ୍ଭର ଅପରାଧ ଦୂରୀକୃତ ହେଲା ଓ ତୁମ୍ଭର ପାପ ମୋଚନ ହେଲା।”