Isaiah 60:1 — Compare Translations

5 translations compared side by side

Odia - 1840
"ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କ ମହିମା ତୁମ୍ଭ ଉପ ରେ ପ୍ରତିଭାତ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭ ଉପରେ ଉଦିତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଆସୁଛନ୍ତି “ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କ ମହିମା ତୁମ୍ଭ ଉପରେ ପ୍ରତିଭାତ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭ ଉପରେ ଉଦିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭ ଉପରେ ଉଦିତ ହୋଇଅଛି।