Isaiah 60:10 — Compare Translations

5 translations compared side by side

Odia - 1840
"ଆଉ ମଧ୍ଯ ବିଦେଶୀଯମାନେ ତୁମ୍ଭର ପ୍ରାଚୀର ନିର୍ମାଣ କରିବେ ଓ ରାଜାମାନେ ତୁମ୍ଭର ସବୋ କରିବେ। କାରଣ ଆମ୍ଭେ ନିଜର କୋରଧବଶତଃ ତୁମ୍ଭକୁ ପ୍ରହାର କରିଥିଲୁ, ମାତ୍ର ନିଜର ଅନୁଗ୍ରହ ରେ ତୁମ୍ଭକୁ କରୁଣା କରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ବିଦେଶୀୟମାନେ ତୁମ୍ଭର ପ୍ରାଚୀର ନିର୍ମାଣ କରିବେ ଓ ସେମାନଙ୍କର ରାଜଗଣ ତୁମ୍ଭର ପରିଚର୍ଯ୍ୟା କରିବେ; କାରଣ ଆମ୍ଭେ ଆପଣା କୋପରେ ତୁମ୍ଭକୁ ପ୍ରହାର କଲୁ, ମାତ୍ର ଆପଣା ଅନୁଗ୍ରହରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିଅଛୁ⇧।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ବିଦେଶୀୟମାନେ ତୁମ୍ଭର ପ୍ରାଚୀର ନିର୍ମାଣ କରିବେ ଓ ରାଜାମାନେ ତୁମ୍ଭର ସେବା କରିବେ। କାରଣ “ଆମ୍ଭେ ନିଜର କ୍ରୋଧବଶତଃ ତୁମ୍ଭକୁ ପ୍ରହାର କରିଥିଲୁ, ମାତ୍ର ନିଜର ଅନୁଗ୍ରହରେ ତୁମ୍ଭକୁ କରୁଣା କରିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବିଦେଶୀୟମାନେ ତୁମ୍ଭର ପ୍ରାଚୀର ନିର୍ମାଣ କରିବେ ଓ ସେମାନଙ୍କର ରାଜାଗଣ ତୁମ୍ଭର ପରିଚର୍ଯ୍ୟା କରିବେ; କାରଣ ଆମ୍ଭେ ଆପଣା କୋପରେ ତୁମ୍ଭକୁ ପ୍ରହାର କଲୁ, ମାତ୍ର ଆପଣା ଅନୁଗ୍ରହରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ବିଦେଶୀୟମାନେ ତୁମ୍ଭର ପ୍ରାଚୀର ନିର୍ମାଣ କରିବେ ଓ ସେମାନଙ୍କର ରାଜାଗଣ ତୁମ୍ଭର ପରିଚର୍ଯ୍ୟା କରିବେ; କାରଣ ଆମ୍ଭେ ଆପଣା କୋପରେ ତୁମ୍ଭକୁ ପ୍ରହାର କଲୁ, ମାତ୍ର ଆପଣା ଅନୁଗ୍ରହରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିଅଛୁ।