Isaiah 60:11 — Compare Translations
5 translations compared side by side
Odia - 1840
"ତୁମ୍ଭ ନଗରୀର ଦ୍ବାରଗୁଡ଼ିକ ସର୍ବଦା ଉନ୍ମୁକ୍ତ ରହିବ। ସଗେୁଡ଼ିକ ଦିବାରାତ୍ର ବନ୍ଦ ହବେ ନାହିଁ। ତେଣୁ ଅନ୍ୟ ଦେଶୀଯମାନଙ୍କର ସମ୍ପତ୍ତି ଓ ତା ସହିତ ରାଜାମାନେ ତୁମ୍ଭ ନିକଟକୁ ଅଣାଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନ୍ୟ ଦେଶୀୟମାନଙ୍କର ସମ୍ପତ୍ତି ଓ ତହିଁ ସଙ୍ଗେ ସେମାନଙ୍କର ରାଜଗଣ ଯେପରି ତୁମ୍ଭ ନିକଟକୁ ଅଣାଯିବେ, ଏଥିପାଇଁ ତୁମ୍ଭ ନଗରର ଦ୍ଵାରସକଳ ନିରନ୍ତର ମୁକ୍ତ ଥିବ, ଦିବାରାତ୍ର ସେସବୁ ବନ୍ଦ ନୋହିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ନଗରୀର ଦ୍ୱାରଗୁଡ଼ିକ ସର୍ବଦା ଉନ୍ମୁକ୍ତ ରହିବ। ସେଗୁଡ଼ିକ ଦିବାରାତ୍ରି ବନ୍ଦ ହେବ ନାହିଁ। ତେଣୁ ଅନ୍ୟ ଦେଶୀୟମାନଙ୍କର ସମ୍ପତ୍ତି ଓ ତା’ ସହିତ ରାଜାମାନେ ତୁମ୍ଭ ନିକଟକୁ ଅଣାଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନ୍ୟଦେଶୀୟମାନଙ୍କର ସମ୍ପତ୍ତି ଓ ତହିଁ ସଙ୍ଗେ ସେମାନଙ୍କର ରାଜାଗଣ ବନ୍ଦୀ ହୋଇ ଯେପରି ତୁମ୍ଭ ନିକଟକୁ ଅଣାଯିବେ, ଏଥିପାଇଁ ତୁମ୍ଭ ନଗରର ଦ୍ୱାରସକଳ ନିରନ୍ତର ମୁକ୍ତ ଥିବ, ଦିବାରାତ୍ର ସେହି ସବୁ ବନ୍ଦ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଅନ୍ୟ ଦେଶୀୟମାନଙ୍କର ସମ୍ପତ୍ତି ଓ ତହିଁ ସଙ୍ଗେ ସେମାନଙ୍କର ରାଜାଗଣ ବନ୍ଦୀ ହୋଇ ଯେପରି ତୁମ୍ଭ ନିକଟକୁ ଅଣାଯିବେ, ଏଥିପାଇଁ ତୁମ୍ଭ ନଗରର ଦ୍ୱାରସକଳ ନିରନ୍ତର ମୁକ୍ତ ଥିବ, ଦିବାରାତ୍ର ସେହି ସବୁ ବନ୍ଦ ହେବ ନାହିଁ।