Isaiah 60:12 — Compare Translations
5 translations compared side by side
Odia - 1840
"କାରଣ ଯେଉଁ ଦେଶ ଓ ରାଜା ତୁମ୍ଭର ସବୋ କରିବ ନାହିଁ, ସେ ବିନଷ୍ଟ ହବେ। ସହେି ଦେଶଗୁଡ଼ିକ ସୂର୍ଣ୍ଣରୂପେ ଧ୍ବଂସ ପ୍ରାପ୍ତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେଉଁ ଦେଶ ଓ ରାଜ୍ୟ ତୁମ୍ଭର ସେବା ନ କରିବ, ତାହା ବିନଷ୍ଟ ହେବ, ହଁ, ସେହି ଦେଶସକଳ ନିଃଶେଷ ରୂପେ ଧ୍ଵଂସିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଯେଉଁ ଦେଶ ଓ ରାଜା ତୁମ୍ଭର ସେବା କରିବ ନାହିଁ, ସେ ବିନଷ୍ଟ ହେବ। ସେହି ଦେଶଗୁଡ଼ିକ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ପ୍ରାପ୍ତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେଉଁ ଦେଶ ଓ ରାଜ୍ୟ ତୁମ୍ଭର ସେବା ନ କରିବ, ତାହା ବିନଷ୍ଟ ହେବ, ହଁ, ସେହି ଦେଶସକଳ ନିଃଶେଷ ରୂପେ ଧ୍ୱଂସିତ ହେବ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେଉଁ ଦେଶ ଓ ରାଜ୍ୟ ତୁମ୍ଭର ସେବା ନ କରିବ, ତାହା ବିନଷ୍ଟ ହେବ, ହଁ, ସେହି ଦେଶସକଳ ନିଃଶେଷ ରୂପେ ଧ୍ୱଂସିତ ହେବ।