Isaiah 60:13 — Compare Translations
5 translations compared side by side
Odia - 1840
"ଲିବା ନୋନର ଗୌରବ ତୁମ୍ଭ ନିକଟକୁ ଆସିବ। ଦବଦୋରୁ, ତିଧର ଓ ତାଶୂର ବୃକ୍ଷ ଏକତ୍ର ହାଇେ ଆମ୍ଭର ପବିତ୍ର ସ୍ଥାନକୁ ସୁଶାେଭିତ କରିବାକୁ ଆସିବେ। ଆମ୍ଭେ ଆମ୍ଭର ପାଦପୀଠର ସ୍ଥାନ ଗୌରବନ୍ବିତ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲିବାନୋନର ଗୌରବ ତୁମ୍ଭ ନିକଟକୁ ଆସିବ, ଦେବଦାରୁ, ତିଧର, ତାଶୂର ବୃକ୍ଷ ଏକତ୍ର ହୋଇ ଆମ୍ଭର ପବିତ୍ର ସ୍ଥାନ ସୁଶୋଭିତ କରିବା ପାଇଁ ଆସିବେ, ପୁଣି ଆମ୍ଭେ ଆପଣା ପାଦପୀଠର ସ୍ଥାନଗୌରବାନ୍ଵିତ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଲିବାନୋନ୍ର ଗୌରବ ତୁମ୍ଭ ନିକଟକୁ ଆସିବ। ଦେବଦାରୁ, ତିଧର ଓ ତାଶୂର ବୃକ୍ଷ ଏକତ୍ର ହୋଇ ଆମ୍ଭର ପବିତ୍ର ସ୍ଥାନକୁ ସୁଶୋଭିତ କରିବାକୁ ଆସିବେ। ଆମ୍ଭେ ଆମ୍ଭର ପାଦପୀଠର ସ୍ଥାନ ଗୌରବାନ୍ୱିତ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲିବାନୋନର ଗୌରବ ତୁମ୍ଭ ନିକଟକୁ ଆସିବ, ଦେବଦାରୁ, ତିଧର, ତାଶୂର ବୃକ୍ଷ ଏକତ୍ର ହୋଇ ଆମ୍ଭର ପବିତ୍ର ସ୍ଥାନ ସୁଶୋଭିତ କରିବା ପାଇଁ ଆସିବେ, ପୁଣି ଆମ୍ଭେ ଆପଣା ପାଦପୀଠର ସ୍ଥାନ ଗୌରବାନ୍ୱିତ କରିବା।
Odia IRV 2017 (ଓଡିଆ ବାଇବେଲ)
ଲିବାନୋନର ଗୌରବ ତୁମ୍ଭ ନିକଟକୁ ଆସିବ, ଦେବଦାରୁ, ତିଧର, ତାଶୂର ବୃକ୍ଷ ଏକତ୍ର ହୋଇ ଆମ୍ଭର ପବିତ୍ର ସ୍ଥାନ ସୁଶୋଭିତ କରିବା ପାଇଁ ଆସିବେ, ପୁଣି ଆମ୍ଭେ ଆପଣା ପାଦପୀଠର ସ୍ଥାନ ଗୌରବାନ୍ୱିତ କରିବା।