Isaiah 60:14 — Compare Translations

5 translations compared side by side

Odia - 1840
"ଯେଉଁମାନେ ତୁମ୍ଭକୁ କଷ୍ଟ ଦଇେଥିଲେ ସମାନଙ୍କେର ସନ୍ତାନଗଣ ତୁମ୍ଭ ନିକଟକୁ ଆସି ନତ ହବେେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କରିଥିଲେ, ସମାନେେ ସମସ୍ତେ ତୁମ୍ଭ ପଦତଳେ ପ୍ରଣାମ କରିବେ। ଆଉ ସମାନେେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ ଇଶ୍ରାୟେଲର ଧର୍ମସ୍ବରୂପଙ୍କର ସିୟୋନ ବୋଲି ସମ୍ ବୋଧନ କରିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେଉଁମାନେ ତୁମ୍ଭକୁ କ୍ଳେଶ ଦେଲେ, ସେମାନଙ୍କର ସନ୍ତାନଗଣ ନତ ହୋଇ ତୁମ୍ଭ ନିକଟକୁ ଆସିବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କଲେ, ସେସମସ୍ତେ ତୁମ୍ଭ ପଦ ତଳେ ପ୍ରଣାମ କରିବେ; ଆଉ, ସେମାନେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ, ଇସ୍ରାଏଲର ଧର୍ମସ୍ଵରୂପଙ୍କର ସିୟୋନ⇧ ବୋଲି ସମ୍ଵୋଧନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ତୁମ୍ଭକୁ କଷ୍ଟ ଦେଇଥିଲେ ସେମାନଙ୍କର ସନ୍ତାନଗଣ ତୁମ୍ଭ ନିକଟକୁ ଆସି ନତ ହେବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କରିଥିଲେ, ସେମାନେ ସମସ୍ତେ ତୁମ୍ଭ ପଦତଳେ ପ୍ରଣାମ କରିବେ। ଆଉ ସେମାନେ ତୁମ୍ଭକୁ ‘ସଦାପ୍ରଭୁଙ୍କର ନଗରୀ ଇସ୍ରାଏଲର ଧର୍ମସ୍ୱରୂପଙ୍କର ସିୟୋନ’ ବୋଲି ସମ୍ବୋଧନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେଉଁମାନେ ତୁମ୍ଭକୁ କ୍ଲେଶ ଦେଲେ, ସେମାନଙ୍କର ସନ୍ତାନଗଣ ନତ ହୋଇ ତୁମ୍ଭ ନିକଟକୁ ଆସିବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କଲେ, ସେମାନେ ସମସ୍ତେ ତୁମ୍ଭ ପଦ ତଳେ ପ୍ରଣାମ କରିବେ; ଆଉ, ସେମାନେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ, ଇସ୍ରାଏଲର ଧର୍ମସ୍ୱରୂପଙ୍କର ସିୟୋନ ବୋଲି ସମ୍ବୋଧନ କରିବେ।
Odia IRV 2017 (ଓଡିଆ ବାଇବେଲ)