Isaiah 60:15 — Compare Translations

5 translations compared side by side

Odia - 1840
"ତୁମ୍ଭେ ପରିତ୍ଯକ୍ତା ଓ ଘୃଣିତା ହାଇେଥିବାରୁ କହେି ତୁମ୍ଭ ମଧ୍ଯ ଦଇେ ୟାତାଯାତ କଲେ ନାହିଁ। ତା' ପରିବର୍ତେ ଆମ୍ଭେ ତୁମ୍ଭକୁ ଅନନ୍ତକାଳସ୍ଥାଯୀ ଗୌରବ ଓ ଅନକେ ପୁରୁଷାନୁକ୍ରମେ ଆନନ୍ଦସ୍ବରୂପ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ପରିତ୍ୟକ୍ତା ଓ ଘୃଣିତା ହେବାରୁ କେହି ତୁମ୍ଭର ମଧ୍ୟ ଦେଇ ଯାତାୟାତ କଲା ନାହିଁ, ତହିଁର ପରିବର୍ତ୍ତେ ଆମ୍ଭେ ତୁମ୍ଭକୁ ଅନ; କାଳସ୍ଥାୟୀ ଗୌରବ ଓ ଅନେକ ପୁରୁଷ-ପରମ୍ପରାର ଆନନ୍ଦ ସ୍ଵରୂପ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ପରିତ୍ୟକ୍ତା ଓ ଘୃଣିତା ହୋଇଥିବାରୁ କେହି ତୁମ୍ଭ ମଧ୍ୟଦେଇ ଯାତାୟାତ କଲେ ନାହିଁ। ତା’ ପରିବର୍ତ୍ତେ ଆମ୍ଭେ ତୁମ୍ଭକୁ ଅନନ୍ତକାଳସ୍ଥାୟୀ ଗୌରବ ଓ ଅନେକ ପୁରୁଷାନୁକ୍ରମେ ଆନନ୍ଦସ୍ୱରୂପ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ପରିତ୍ୟକ୍ତା ଓ ଘୃଣିତା ହେବାରୁ କେହି ତୁମ୍ଭର ମଧ୍ୟଦେଇ ଯାତାୟାତ କଲା ନାହିଁ, ତହିଁର ପରିବର୍ତ୍ତେ ଆମ୍ଭେ ତୁମ୍ଭକୁ ଅନନ୍ତକାଳସ୍ଥାୟୀ ଗୌରବ ଓ ଅନେକ ପୁରୁଷ ପରମ୍ପରାର ଆନନ୍ଦ ସ୍ୱରୂପ କରିବା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ପରିତ୍ୟକ୍ତା ଓ ଘୃଣିତା ହେବାରୁ କେହି ତୁମ୍ଭର ମଧ୍ୟ ଦେଇ ଯାତାୟାତ କଲା ନାହିଁ, ତହିଁର ପରିବର୍ତ୍ତେ ଆମ୍ଭେ ତୁମ୍ଭକୁ ଅନନ୍ତ କାଳସ୍ଥାୟୀ ଗୌରବ ଓ ଅନେକ ପୁରୁଷ ପରମ୍ପରାର ଆନନ୍ଦ ସ୍ୱରୂପ କରିବା।