Isaiah 60:16 — Compare Translations
5 translations compared side by side
Odia - 1840
"ତୁମ୍ଭେ ଯାହା ଚାହିଁବ, ଅନ୍ୟ ଦେଶ ତୁମ୍ଭକୁ ତାହା ଦବେ। ଏହା ଏକ ଶିଶୁ ପରି ହବେ ଯେ କି ଆପଣା ମା'ର କ୍ଷୀର ପାନ କରୁଛି। ତୁମ୍ଭେ ରାଜାମାନଙ୍କର ଐଶ୍ବର୍ୟ୍ଯ ପାନ କରିବ। ତାହା ହେଲେ ଆମ୍ଭେ ଯେ ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା, ତୁମ୍ଭର ମୁକ୍ତିଦାତା ଓ ଯାକୁବର ବଳଦାତା ଅଟୁଁ ତାହା ତୁମ୍ଭେ ଜାଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଅନ୍ୟ ଦେଶୀୟମାନଙ୍କର ଦୁଗ୍ଧ ପାନ କରିବ ଓ ରାଜଗଣର ସ୍ତନ ଚୁଷିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା ଅଟୁ, ଏହା ତୁମ୍ଭେ ଜାଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯାହା ଗ୍ଭହିଁବ, ଅନ୍ୟ ଦେଶ ତୁମ୍ଭକୁ ତାହା ଦେବ। ଏହା ଏକ ଶିଶୁ ପରି ହେବ ଯେ କି ଆପଣା ମା’ର କ୍ଷୀର ପାନ କରୁଛି। ତୁମ୍ଭେ ରାଜାମାନଙ୍କର ଐଶ୍ୱର୍ଯ୍ୟ ପାନ କରିବ। ତାହାହେଲେ ଆମ୍ଭେ ଯେ ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା, ତୁମ୍ଭର ମୁକ୍ତିଦାତା ଓ ଯାକୁବର ବଳଦାତା ଅଟୁ ତାହା ତୁମ୍ଭେ ଜାଣିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଅନ୍ୟଦେଶୀୟମାନଙ୍କର ଦୁଗ୍ଧ ପାନ କରିବ ଓ ରାଜାଗଣର ସ୍ତନ ଚୁଷିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା ଅଟୁ, ଏହା ତୁମ୍ଭେ ଜାଣିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଅନ୍ୟ ଦେଶୀୟମାନଙ୍କର ଦୁଗ୍ଧ ପାନ କରିବ ଓ ରାଜାଗଣର ସ୍ତନ ଚୁଷିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା ଅଟୁ, ଏହା ତୁମ୍ଭେ ଜାଣିବ।