Isaiah 60:17 — Compare Translations

5 translations compared side by side

Odia - 1840
"ଆମ୍ଭେ ପିତ୍ତଳ ପରିବର୍ତେ ସୁବର୍ଣ୍ଣ, ଲୁହା ପରିବର୍ତେ ରେ ୗପ୍ୟ, କାଠ ପରିବର୍ତେ ପିତ୍ତଳ ଓ ପ୍ରସ୍ତର ପରିବର୍ତେ ଲୌହ ଆଣିବା। ମୁଁ ଶାସ୍ତି ବଦଳ ରେ ଶାନ୍ତି ଆଣିବି। ଲୋକମାନେ ତୁମ୍ଭମାନଙ୍କୁ କ୍ଷତି କରିବେ କିଛି ଲୋକେ ତୁମ୍ଭ ପାଇଁ ଉତ୍ତମ କାମ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ପିତ୍ତଳର ପାଲଟେ ସୁବର୍ଣ୍ଣ ଆଣିବା ଓ ଲୁହାର ପାଲଟେ ରୂପା, କାଷ୍ଠର ପାଲଟେ ପିତ୍ତଳ ଓ ପ୍ରସ୍ତର ପାଲଟେ ଲୁହା ଆଣିବା; ଆହୁରି, ଆମ୍ଭେ ତୁମ୍ଭର ଅଧ୍ୟକ୍ଷ ପଦରେ ଶାନ୍ତିକି ଓ ତୁମ୍ଭର ଅଧିକାରୀ ପଦରେ ଧାର୍ମିକତାକୁ ନିଯୁକ୍ତ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭେ ପିତ୍ତଳ ପରିବର୍ତ୍ତେ ସୁବର୍ଣ୍ଣ, ଲୁହା ପରିବର୍ତ୍ତେ ରୌପ୍ୟ, କାଠ ପରିବର୍ତ୍ତେ ପିତ୍ତଳ ଓ ପ୍ରସ୍ତର ପରିବର୍ତ୍ତେ ଲୌହ ଆଣିବା। ମୁଁ ଶାସ୍ତି ବଦଳରେ ଶାନ୍ତି ଆଣିବି। ଲୋକମାନେ ତୁମ୍ଭମାନଙ୍କୁ କ୍ଷତି କରିବେ କିଛି ଲୋକେ ତୁମ୍ଭ ପାଇଁ ଉତ୍ତମ କାମ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ପିତ୍ତଳର ପାଲଟେ ସୁବର୍ଣ୍ଣ ଆଣିବା ଓ ଲୁହାର ପାଲଟେ ରୂପା, କାଷ୍ଠର ପାଲଟେ ପିତ୍ତଳ ଓ ପ୍ରସ୍ତର ପାଲଟେ ଲୁହା ଆଣିବା; ଆହୁରି, ଆମ୍ଭେ ତୁମ୍ଭର ଅଧ୍ୟକ୍ଷ ପଦରେ ଶାନ୍ତିକୁ ଓ ତୁମ୍ଭର ଅଧିକାରୀ ପଦରେ ଧାର୍ମିକତାକୁ ନିଯୁକ୍ତ କରିବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ପିତ୍ତଳର ପାଲଟେ ସୁବର୍ଣ୍ଣ ଆଣିବା ଓ ଲୁହାର ପାଲଟେ ରୂପା, କାଷ୍ଠର ପାଲଟେ ପିତ୍ତଳ ଓ ପ୍ରସ୍ତର ପାଲଟେ ଲୁହା ଆଣିବା; ଆହୁରି, ଆମ୍ଭେ ତୁମ୍ଭର ଅଧ୍ୟକ୍ଷ ପଦରେ ଶାନ୍ତିକୁ ଓ ତୁମ୍ଭର ଅଧିକାରୀ ପଦରେ ଧାର୍ମିକତାକୁ ନିଯୁକ୍ତ କରିବା।