Isaiah 60:18 — Compare Translations

5 translations compared side by side

Odia - 1840
"ତୁମ୍ଭ ଦେଶ ରେ ଦୌରାତ୍ମ୍ଯର କଥା ଓ ତୁମ୍ଭର ସୀମା ମଧିଅରେ ଧ୍ବଂସ ଓ ବିନାଶର କଥା ଆଉ ଶୁଣାୟିବ ନାହିଁ। ତୁମ୍ଭେ ତୁମ୍ଭ ପ୍ରାଚୀର ସମୂହର ନାମ ପରିତ୍ରାଣ' ଓ ତୁମ୍ଭ ନଗରର ଦ୍ବାର ସମୂହର ନାମ ପ୍ରଶଂସା' ରଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଦେଶରେ ଦୌରାତ୍ମ୍ୟର କଥା ଓ ତୁମ୍ଭର ସୀମା ମଧ୍ୟରେ ଉଚ୍ଛିନ୍ନତା ଓ ବିନାଶର କଥା ଆଉ ଶୁଣାଯିବ ନାହିଁ; ମାତ୍ର ତୁମ୍ଭେ ଆପଣା ପ୍ରାଚୀରସମୂହର ନାମ ପରିତ୍ରାଣ ଓ ଆପଣା ନଗର-ଦ୍ଵାରସକଳର ନାମ ପ୍ରଶଂସା ରଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ଦେଶରେ ଦୌରାତ୍ମ୍ୟର କଥା ଓ ତୁମ୍ଭର ସୀମା ମଧ୍ୟରେ ଧ୍ୱଂସ ଓ ବିନାଶର କଥା ଆଉ ଶୁଣାଯିବ ନାହିଁ। ତୁମ୍ଭେ ତୁମ୍ଭ ପ୍ରାଚୀର ସମୂହର ନାମ ‘ପରିତ୍ରାଣ’ ଓ ତୁମ୍ଭ ନଗରର ଦ୍ୱାର ସମୂହର ନାମ ‘ପ୍ରଶଂସା’ ରଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଦେଶରେ ଦୌରାତ୍ମ୍ୟର କଥା ଓ ତୁମ୍ଭର ସୀମା ମଧ୍ୟରେ ଉଚ୍ଛିନ୍ନତା ଓ ବିନାଶର କଥା ଆଉ ଶୁଣାଯିବ ନାହିଁ; ମାତ୍ର ତୁମ୍ଭେ ଆପଣା ପ୍ରାଚୀରସମୂହର ନାମ ପରିତ୍ରାଣ ଓ ଆପଣା ନଗରଦ୍ୱାରସକଳର ନାମ ପ୍ରଶଂସା ରଖିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଦେଶରେ ଦୌରାତ୍ମ୍ୟର କଥା ଓ ତୁମ୍ଭର ସୀମା ମଧ୍ୟରେ ଉଚ୍ଛିନ୍ନତା ଓ ବିନାଶର କଥା ଆଉ ଶୁଣାଯିବ ନାହିଁ; ମାତ୍ର ତୁମ୍ଭେ ଆପଣା ପ୍ରାଚୀରସମୂହର ନାମ ପରିତ୍ରାଣ ଓ ଆପଣା ନଗରଦ୍ୱାରସକଳର ନାମ ପ୍ରଶଂସା ରଖିବ।