Isaiah 60:19 — Compare Translations

5 translations compared side by side

Odia - 1840
"ଦିବସର ସୂର୍ୟ୍ଯ ତୁମ୍ଭର ଜ୍ଯୋତି ହବେ ନାହିଁ କିମ୍ବା ଆଲୋକ ନିମନ୍ତେ ଚନ୍ଦ୍ର ତୁମ୍ଭକୁ ଜ୍ଯୋତ୍ସ୍ଲା ପ୍ରଦାନ କରିବ ନାହିଁ। କିନ୍ତୁ ସଦାପ୍ରଭୁ ତୁମ୍ଭର ଚିରନ୍ତନ ଜ୍ଯୋତି ଓ ତୁମ୍ଭର ପରମେଶ୍ବର ତୁମ୍ଭର ମହିମାସ୍ବରୂପ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦିବସରେ ସୂର୍ଯ୍ୟ ତୁମ୍ଭର ଜ୍ୟୋତିଃ ଆଉ ନୋହିବ, କିଅବା ଆଲୁଅ ନିମନ୍ତେ ଚନ୍ଦ୍ର ତୁମ୍ଭକୁ ଜ୍ୟୋତ୍ସ୍ନା ଦେବ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭ ପ୍ରତି ଅନ; କାଳସ୍ଥାୟୀ ଜ୍ୟୋତିଃ ଓ ତୁମ୍ଭର ପରମେଶ୍ଵର ତୁମ୍ଭର ଗୌରବସ୍ଵରୂପ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଦିବସର ସୂର୍ଯ୍ୟ ତୁମ୍ଭର ଜ୍ୟୋତିଃ ହେବ ନାହିଁ କିମ୍ବା ଆଲୋକ ନିମନ୍ତେ ଚନ୍ଦ୍ର ତୁମ୍ଭକୁ ଜ୍ୟୋସ୍ନା ପ୍ରଦାନ କରିବ ନାହିଁ। କିନ୍ତୁ ସଦାପ୍ରଭୁ ତୁମ୍ଭର ଚିରନ୍ତନ ଜ୍ୟୋତିଃ ଓ ତୁମ୍ଭର ପରମେଶ୍ୱର ତୁମ୍ଭର ମହିମାସ୍ୱରୂପ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦିବସରେ ସୂର୍ଯ୍ୟ ତୁମ୍ଭର ଜ୍ୟୋତିଃ ଆଉ ହେବ ନାହିଁ, କିଅବା ଆଲୁଅ ନିମନ୍ତେ ଚନ୍ଦ୍ର ତୁମ୍ଭକୁ ଜ୍ୟୋତ୍ସ୍ନା ଦେବ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭ ପ୍ରତି ଅନନ୍ତକାଳସ୍ଥାୟୀ ଜ୍ୟୋତିଃ ଓ ତୁମ୍ଭର ପରମେଶ୍ୱର ତୁମ୍ଭର ଗୌରବ ସ୍ୱରୂପ ହେବେ।
Odia IRV 2017 (ଓଡିଆ ବାଇବେଲ)
ଦିବସରେ ସୂର୍ଯ୍ୟ ତୁମ୍ଭର ଜ୍ୟୋତିଃ ଆଉ ହେବ ନାହିଁ, କିଅବା ଆଲୁଅ ନିମନ୍ତେ ଚନ୍ଦ୍ର ତୁମ୍ଭକୁ ଜ୍ୟୋତ୍ସ୍ନା ଦେବ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭ ପ୍ରତି ଅନନ୍ତ କାଳସ୍ଥାୟୀ ଜ୍ୟୋତିଃ ଓ ତୁମ୍ଭର ପରମେଶ୍ୱର ତୁମ୍ଭର ଗୌରବସ୍ୱରୂପ ହେବେ।