Isaiah 60:2 — Compare Translations
5 translations compared side by side
Odia - 1840
"କାରଣ ପୃଥିବୀ ଅନ୍ଧକାରାଚ୍ଛନ୍ନ ହବେ ଓ ଘନ ଅନ୍ଧକାର ଗୋଷ୍ଠୀବର୍ଗଙ୍କୁ ଆଚ୍ଛନ୍ନ କରିବ; ମାତ୍ର ତୁମ୍ଭ ଉପ ରେ ସଦାପ୍ରଭୁ ଆ ଲୋକ ପ୍ରଦାନ କରିବେ ଓ ତାଙ୍କର ମହିମା ତୁମ୍ଭ ଉପ ରେ ଦଖାୟିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ, ଦେଖ, ଅନ୍ଧକାର ପୃଥିବୀକି ଓ ଘୋର ଅନ୍ଧକାର ଗୋଷ୍ଠୀବର୍ଗଙ୍କୁ ଆଚ୍ଛନ୍ନ କରିବ; ମାତ୍ର ତୁମ୍ଭ ଉପରେ ସଦାପ୍ରଭୁ ଉଦିତ ହେବେ ଓ ତାହାଙ୍କର ପ୍ରତାପ ତୁମ୍ଭ ଉପରେ ଦେଖାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ପୃଥିବୀ ଅନ୍ଧକାରାଚ୍ଛନ୍ନ ହେବ ଓ ଘନ ଅନ୍ଧକାର ଗୋଷ୍ଠୀବର୍ଗଙ୍କୁ ଆଚ୍ଛନ୍ନ କରିବ; ମାତ୍ର ତୁମ୍ଭ ଉପରେ ସଦାପ୍ରଭୁ ଆଲୋକ ପ୍ରଦାନ କରିବେ ଓ ତାଙ୍କର ମହିମା ତୁମ୍ଭ ଉପରେ ଦେଖାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ, ଦେଖ, ଅନ୍ଧକାର ପୃଥିବୀକୁ ଓ ଘୋର ଅନ୍ଧକାର ଗୋଷ୍ଠୀବର୍ଗଙ୍କୁ ଆଚ୍ଛନ୍ନ କରିବ; ମାତ୍ର ତୁମ୍ଭ ଉପରେ ସଦାପ୍ରଭୁ ଉଦିତ ହେବେ ଓ ତାହାଙ୍କର ପ୍ରତାପ ତୁମ୍ଭ ଉପରେ ଦେଖାଯିବ।
Odia IRV 2017 (ଓଡିଆ ବାଇବେଲ)
କାରଣ, ଦେଖ, ଅନ୍ଧକାର ପୃଥିବୀକୁ ଓ ଘୋର ଅନ୍ଧକାର ଗୋଷ୍ଠୀବର୍ଗଙ୍କୁ ଆଚ୍ଛନ୍ନ କରିବ; ମାତ୍ର ତୁମ୍ଭ ଉପରେ ସଦାପ୍ରଭୁ ଉଦିତ ହେବେ ଓ ତାହାଙ୍କର ପ୍ରତାପ ତୁମ୍ଭ ଉପରେ ଦେଖାଯିବ।