Isaiah 60:20 — Compare Translations

5 translations compared side by side

Odia - 1840
"ତୁମ୍ଭର ସୂର୍ୟ୍ଯ' ଅସ୍ତମିତ ହବେ ନାହିଁ କିଅବା ତୁମ୍ଭର ଚନ୍ଦ୍ର' ଅପସାରିତ ହବେେ ନାହିଁ। କାରଣ ସଦାପ୍ରଭୁ ତୁମ୍ଭର ଚିରନ୍ତନ ଜ୍ଯୋତି ସ୍ବରୂପ ହବେେ ଓ ତୁମ୍ଭର ଶାେକର ଦିନ ଶଷେ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ସୂର୍ଯ୍ୟ ଆଉ ଅସ୍ତଗତ ନୋହିବ, କିଅବା ତୁମ୍ଭର ଚନ୍ଦ୍ର ଆପଣାକୁ ରହିତ କରିବ ନାହିଁ କାରଣ ସଦାପ୍ରଭୁ ତୁମ୍ଭର ଅନ; କାଳସ୍ଥାୟୀ ଜ୍ୟୋତିଃସ୍ଵରୂପ ହେବେ ଓ ତୁମ୍ଭର ଶୋକର ଦିନ ଶେଷ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ସୂର୍ଯ୍ୟ ଅସ୍ତମିତ ହେବ ନାହିଁ କିଅବା ତୁମ୍ଭର ଚନ୍ଦ୍ର ଅପସାରିତ ହେବ ନାହିଁ। କାରଣ ସଦାପ୍ରଭୁ ତୁମ୍ଭର ଚିରନ୍ତନ ଜ୍ୟୋତିଃ ସ୍ୱରୂପ ହେବେ ଓ ତୁମ୍ଭର ଶୋକର ଦିନ ଶେଷ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ସୂର୍ଯ୍ୟ ଆଉ ଅସ୍ତଗତ ହେବ ନାହିଁ, କିଅବା ତୁମ୍ଭର ଚନ୍ଦ୍ର ଆପଣାକୁ ରହିତ କରିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭର ଅନନ୍ତକାଳସ୍ଥାୟୀ ଜ୍ୟୋତିଃ ସ୍ୱରୂପ ହେବେ ଓ ତୁମ୍ଭର ଶୋକର ଦିନ ଶେଷ ହେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ସୂର୍ଯ୍ୟ ଆଉ ଅସ୍ତଗତ ହେବ ନାହିଁ, କିଅବା ତୁମ୍ଭର ଚନ୍ଦ୍ର ଆପଣାକୁ ରହିତ କରିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭର ଅନନ୍ତକାଳସ୍ଥାୟୀ ଜ୍ୟୋତିଃସ୍ୱରୂପ ହେବେ ଓ ତୁମ୍ଭର ଶୋକର ଦିନ ଶେଷ ହେବ।