Isaiah 60:21 — Compare Translations

5 translations compared side by side

Odia - 1840
"ଆଉ ମଧ୍ଯ ତୁମ୍ଭର ସମସ୍ତ ଲୋକେ ଧାର୍ମିକ ହବେେ। ସମାନେେ ଅନନ୍ତକାଳ ୟାଏ ଦେଶ ଶାସନ କରିବେ। ମାେ ଗୌରବକୁ ଦଖାଇବୋ ପାଇଁ ସମାନେେ ମାେ ଦ୍ବାରା ଲଗା ହାଇେଥିବା ଗଛର ଫଳ ସଦୃଶ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନ; କାଳଯାଏ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ⇧ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ମଧ୍ୟ ତୁମ୍ଭର ସମସ୍ତ ଲୋକେ ଧାର୍ମିକ ହେବେ। ସେମାନେ ଅନନ୍ତକାଳ ଯାଏ ଦେଶ ଶାସନ କରିବେ। ମୋ’ ଗୌରବକୁ ଦେଖାଇବା ପାଇଁ ସେମାନେ ମୋ’ ଦ୍ୱାରା ଲଗା ହୋଇଥିବା ଗଛର ଫଳ ସଦୃଶ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ ଅଟନ୍ତି।