Isaiah 60:22 — Compare Translations

5 translations compared side by side

Odia - 1840
"କ୍ଷୁଦ୍ରତମ ପରିବାର ସହସ୍ର ବିଶିଷ୍ଟ ବୃହତ୍ତମ ପରିବାର ରେ ପରିଣତ ହବେ ଓ କ୍ଷୁଦ୍ରତମ ଦୁର୍ବଳ ବ୍ଯକ୍ତି ବଳବାନ୍ ଗୋଷ୍ଠୀ ରେ ପରିଣତ ହବେ। ଆମ୍ଭେ ସଦାପ୍ରଭୁ ଯଥା କାଳ ରେ ଏହା ଶୀଘ୍ର ଘଟାଇବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କ୍ଷୁଦ୍ର ଜଣକ ସହସ୍ର ହେବ ଓ ସାନ ଜଣକ ବଳବାନ ଗୋଷ୍ଠୀ ହେବ; ଆମ୍ଭେ ସଦାପ୍ରଭୁ ଯଥାକାଳରେ ଏହା ଶୀଘ୍ର ଘଟାଇବା ।
Odia Bible ERV 2004 (ପବିତ୍ର ବାଇବଲ)
କ୍ଷୁଦ୍ରତମ ପରିବାର ସହସ୍ର ବିଶିଷ୍ଟ ବୃହତ୍ତମ ପରିବାରରେ ପରିଣତ ହେବ ଓ କ୍ଷୁଦ୍ରତମ ଦୁର୍ବଳ ବ୍ୟକ୍ତି ବଳବାନ୍ ଗୋଷ୍ଠୀରେ ପରିଣତ ହେବ। ଆମ୍ଭେ ସଦାପ୍ରଭୁ ଯଥା କାଳରେ ଏହା ଶୀଘ୍ର ଘଟାଇବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କ୍ଷୁଦ୍ର ଜଣକ ସହସ୍ର ହେବ ଓ ସାନ ଜଣକ ବଳବାନ ଗୋଷ୍ଠୀ ହେବ; ଆମ୍ଭେ ସଦାପ୍ରଭୁ ଯଥାକାଳରେ ଏହା ଶୀଘ୍ର ଘଟାଇବା।
Odia IRV 2017 (ଓଡିଆ ବାଇବେଲ)
କ୍ଷୁଦ୍ର ଜଣକ ସହସ୍ର ହେବ ଓ ସାନ ଜଣକ ବଳବାନ ଗୋଷ୍ଠୀ ହେବ; ଆମ୍ଭେ ସଦାପ୍ରଭୁ ଯଥାକାଳରେ ଏହା ଶୀଘ୍ର ଘଟାଇବା।