Isaiah 60:3 — Compare Translations
5 translations compared side by side
Odia - 1840
"ପୁଣି ଅନ୍ୟଦେଶୀଯମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜାମାନେ ତୁମ୍ଭ ଅରୁଣାଲୋକ ନିକଟକୁ ଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜଗଣ ତୁମ୍ଭ ଅରୁଣୋଦୟର ଆଲୁଅ ନିକଟକୁ ଆସିବେ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଅନ୍ୟ ଦେଶୀୟମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜାମାନେ ତୁମ୍ଭ ଅରୁଣାଲୋକ ନିକଟକୁ ଆସିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜାଗଣ ତୁମ୍ଭ ଅରୁଣୋଦୟର ଆଲୁଅ ନିକଟକୁ ଆସିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜାଗଣ ତୁମ୍ଭ ଅରୁଣୋଦୟର ଆଲୁଅ ନିକଟକୁ ଆସିବେ।