Isaiah 60:4 — Compare Translations
5 translations compared side by side
Odia - 1840
"ତୁମ୍ଭେ ଚତୁର୍ଦ୍ଦିଗକୁ ଦେଖ, ସମାନେେ ସମସ୍ତେ ଏକତ୍ରୀତ ହେଉଛନ୍ତି ଓ ତୁମ୍ଭ ନିକଟକୁ ଆସୁଛନ୍ତି। ତୁମ୍ଭର ପୁତ୍ରଗଣ ବହୁ ଦୂରରୁ ଆସିବେ ଓ କନ୍ଯାଗଣ ଧାଈମାନଙ୍କ କୋଳରୁ ଅଣାଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଅନାଇ ଚତୁର୍ଦ୍ଦିଗ ଦେଖ, ସେସମସ୍ତେ ଏକତ୍ର ହେଉଅଛନ୍ତି, ସେମାନେ ତୁମ୍ଭ ନିକଟକୁ ଆସୁଅଛନ୍ତି; ତୁମ୍ଭର ପୁତ୍ରଗଣ ଦୂରରୁ ଆସିବେ ଓ ତୁମ୍ଭର କନ୍ୟାଗଣ କକ୍ଷରେ ଅଣାଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଚତୁର୍ଦ୍ଦିଗକୁ ଦେଖ, ସେମାନେ ସମସ୍ତେ ଏକତ୍ରିତ ହେଉଛନ୍ତି ଓ ତୁମ୍ଭ ନିକଟକୁ ଆସୁଛନ୍ତି। ତୁମ୍ଭର ପୁତ୍ରଗଣ ବହୁ ଦୂରରୁ ଆସିବେ ଓ କନ୍ୟାଗଣ ଧାଈମାନଙ୍କ କୋଳରୁ ଅଣାଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଅନାଇ ଚତୁର୍ଦ୍ଦିଗ ଦେଖ, ସେମାନେ ସମସ୍ତେ ଏକତ୍ର ହେଉଅଛନ୍ତି, ସେମାନେ ତୁମ୍ଭ ନିକଟକୁ ଆସୁଅଛନ୍ତି; ତୁମ୍ଭର ପୁତ୍ରଗଣ ଦୂରରୁ ଆସିବେ ଓ ତୁମ୍ଭର କନ୍ୟାଗଣ ସେମାନଙ୍କ ବାହୁରେ ଅଣାଯିବେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଅନାଇ ଚତୁର୍ଦ୍ଦିଗ ଦେଖ, ସେମାନେ ସମସ୍ତେ ଏକତ୍ର ହେଉଅଛନ୍ତି, ସେମାନେ ତୁମ୍ଭ ନିକଟକୁ ଆସୁଅଛନ୍ତି; ତୁମ୍ଭର ପୁତ୍ରଗଣ ଦୂରରୁ ଆସିବେ ଓ ତୁମ୍ଭର କନ୍ୟାଗଣ ସେମାନଙ୍କ ବାହୁରେ ଅଣାଯିବେ।