Isaiah 60:5 — Compare Translations

5 translations compared side by side

Odia - 1840
"ସେତବେେଳେ ତୁମ୍ଭେ ତାହା ଦେଖି ଦୀପ୍ଯମାନ ହବେ ଓ ତୁମ୍ଭର ହୃଦଯ ଉଲାସିତ ହବେ। କାରଣ ସମୁଦ୍ରର ସମସ୍ତ ଦ୍ରବ୍ଯ ଓ ଅନ୍ୟଦେଶୀଯ ମାନଙ୍କର ସମ୍ପତ୍ତି ତୁମ୍ଭ ନିକଟକୁ ଆସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ତୁମ୍ଭେ ତାହା ଦେଖି ଦୀପ୍ତିମାନ ହେବ ଓ ତୁମ୍ଭର ହୃଦୟ ଧୁକୁ ଧୁକୁ ହୋଇ ପ୍ରଫୁଲ୍ଲିତ ହେବ; କାରଣ ସମୁଦ୍ରର ଦ୍ରବ୍ୟରାଶି ତୁମ୍ଭଆଡ଼େ ଫେରାଯିବ, ଅନ୍ୟ ଦେଶୀୟମାନଙ୍କର ସମ୍ପତ୍ତି ତୁମ୍ଭ ନିକଟକୁ ଆସିବ ।
Odia Bible ERV 2004 (ପବିତ୍ର ବାଇବଲ)
“ସେତେବେଳେ ତୁମ୍ଭେ ତାହା ଦେଖି ଦୀପ୍ତିମାନ ହେବ ଓ ତୁମ୍ଭର ହୃଦୟ ଉଲ୍ଲସିତ ହେବ। କାରଣ ସମୁଦ୍ରର ସମସ୍ତ ଦ୍ରବ୍ୟ ଓ ଅନ୍ୟ ଦେଶୀୟମାନଙ୍କର ସମ୍ପତ୍ତି ତୁମ୍ଭ ନିକଟକୁ ଆସିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ତୁମ୍ଭେ ତାହା ଦେଖି ଦୀପ୍ତିମାନ ହେବ ଓ ତୁମ୍ଭର ହୃଦୟ ଧୁକୁ ଧୁକୁ ହୋଇ ପ୍ରଫୁଲ୍ଲିତ ହେବ; କାରଣ ସମୁଦ୍ରର ଦ୍ରବ୍ୟରାଶି ତୁମ୍ଭଆଡ଼େ ଫେରାଯିବ, ଅନ୍ୟଦେଶୀୟମାନଙ୍କର ସମ୍ପତ୍ତି ତୁମ୍ଭ ନିକଟକୁ ଆସିବ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ତୁମ୍ଭେ ତାହା ଦେଖି ଦୀପ୍ତିମାନ ହେବ ଓ ତୁମ୍ଭର ହୃଦୟ ଧୁକୁ ଧୁକୁ ହୋଇ ପ୍ରଫୁଲ୍ଲିତ ହେବ; କାରଣ ସମୁଦ୍ରର ଦ୍ରବ୍ୟରାଶି ତୁମ୍ଭଆଡ଼େ ଫେରାଯିବ, ଅନ୍ୟ ଦେଶୀୟମାନଙ୍କର ସମ୍ପତ୍ତି ତୁମ୍ଭ ନିକଟକୁ ଆସିବ।