Isaiah 60:6 — Compare Translations
5 translations compared side by side
Odia - 1840
"ଅକଳନ ଓଟ, ତୁମ୍ଭକୁ ଆବୃତ କରିବ ଏବଂ ୟୁବ ଓଟମାନେ ତୁମ୍ଭ ପାଖକୁ ଶିବା ଏବଂ ଐଫା ଦେଶରୁ ଆସିବେ। ସମାନେେ ସୁବର୍ଣ୍ଣ ଓ ସୁବାସିତ ଧୂପ ଆଣିବେ ଏବଂ ସଦାପ୍ରଭୁଙ୍କର ପ୍ରଶଂସାଗାନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅପାର ଉଷ୍ଟ୍ର, ମିଦୀୟନ ଓ ଐଫାର ଦ୍ରୁତଗାମୀ-ଉଷ୍ଟ୍ର, ତୁମ୍ଭକୁ ଆବୃତ କରିବେ; ସେସବୁ ଶିବା ଦେଶରୁ ଆସିବେ; ସେମାନେ ସୁବର୍ଣ୍ଣ ଓ କୁନ୍ଦୁରୁ ଆଣିବେ⇧ ଓ ସଦାପ୍ରଭୁଙ୍କର ପ୍ରଶଂସା ପ୍ରଚାର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଅକଳନ ଓଟ, ତୁମ୍ଭକୁ ଆବୃତ କରିବ ଏବଂ ଯୁବ ଓଟମାନେ ତୁମ୍ଭ ପାଖକୁ ଶିବା ଏବଂ ଐଫା ଦେଶରୁ ଆସିବେ। ସେମାନେ ସୁବର୍ଣ୍ଣ ଓ ସୁବାସିତ ଧୂପ ଆଣିବେ ଏବଂ ସଦାପ୍ରଭୁଙ୍କର ପ୍ରଶଂସା ଗାନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅପାର ଓଟ, ମିଦୀୟନ ଓ ଐଫାର ଦ୍ରୁତଗାମୀ-ଉଷ୍ଟ୍ର, ତୁମ୍ଭକୁ ଆବୃତ କରିବେ; ସେହି ସବୁ ଶିବା ଦେଶରୁ ଆସିବେ; ସେମାନେ ସୁବର୍ଣ୍ଣ, କୁନ୍ଦୁରୁ ଆଣିବେ ଓ ସଦାପ୍ରଭୁଙ୍କର ପ୍ରଶଂସା ପ୍ରଚାର କରିବେ।
Odia IRV 2017 (ଓଡିଆ ବାଇବେଲ)
ଅପାର ଓଟ, ମିଦୀୟନ ଓ ଐଫାର ଦ୍ରୁତଗାମୀ-ଉଷ୍ଟ୍ର, ତୁମ୍ଭକୁ ଆବୃତ କରିବେ; ସେହି ସବୁ ଶିବା ଦେଶରୁ ଆସିବେ; ସେମାନେ ସୁବର୍ଣ୍ଣ, କୁନ୍ଦୁରୁ ଆଣିବେ ଓ ସଦାପ୍ରଭୁଙ୍କର ପ୍ରଶଂସା ପ୍ରଚାର କରିବେ।