Isaiah 60:7 — Compare Translations
5 translations compared side by side
Odia - 1840
"କଦରରେ ସମସ୍ତ ମଷେ ତୁମ୍ଭ ନିକଟରେ ଏକତ୍ରୀତ ହବେେ ଓ ନବାଯୋତର ମଷେପଲ ତୁମ୍ଭର ସବୋ କରିବେ। ସମାନେେ ଆମ୍ଭଦ୍ବାରା ଗ୍ରାହ୍ଯ ହାଇେ ଆମ୍ଭ ୟଜ୍ଞବଦେୀ ନିକଟକୁ ଆସିବେ ଓ ଆମ୍ଭେ ଆମ୍ଭର ଭୂଷଣସ୍ବରୂପ ମନ୍ଦିରକୁ ଭୂଷତ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେଦରର ସମଗ୍ର ମେଷପଲ ତୁମ୍ଭ ନିକଟରେ ଏକତ୍ରୀକୃତ ହେବେ, ନବାୟୋତର ମେଷଗଣ ତୁମ୍ଭର ପରିଚର୍ଯ୍ୟା କରିବେ; ସେମାନେ ସୁଗ୍ରାହ୍ୟ ହୋଇ ଆମ୍ଭ ଯଜ୍ଞବେଦିର ଉପରକୁ ଆସିବେ, ପୁଣି ଆମ୍ଭେ ଆପଣାର ଭୂଷଣ ସ୍ଵରୂପ ଗୃହକୁ ଭୂଷିତ କରିବା⇧ ।
Odia Bible ERV 2004 (ପବିତ୍ର ବାଇବଲ)
କେଦରର ସମସ୍ତ ମେଷ ତୁମ୍ଭ ନିକଟରେ ଏକତ୍ରିତ ହେବେ ଓ ନବାୟୋତର ମେଷପଲ ତୁମ୍ଭର ସେବା କରିବେ। ସେମାନେ ଆମ୍ଭଦ୍ୱାରା ଗ୍ରାହ୍ୟ ହୋଇ ଆମ୍ଭ ଯଜ୍ଞବେଦି ନିକଟକୁ ଆସିବେ ଓ ଆମ୍ଭେ ଆମ୍ଭର ଭୂଷଣସ୍ୱରୂପ ମନ୍ଦିରକୁ ଭୂଷିତ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେଦାରର ସମଗ୍ର ମେଷପଲ ତୁମ୍ଭ ନିକଟରେ ଏକତ୍ରୀକୃତ ହେବେ, ନବାୟୋତ୍ର ମେଷଗଣ ତୁମ୍ଭର ପରିଚର୍ଯ୍ୟା କରିବେ; ସେମାନେ ସୁଗ୍ରାହ୍ୟ ହୋଇ ଆମ୍ଭ ଯଜ୍ଞବେଦିର ଉପରକୁ ଆସିବେ, ପୁଣି ଆମ୍ଭେ ଆପଣାର ଭୂଷଣ ସ୍ୱରୂପ ଗୃହକୁ ଭୂଷିତ କରିବା।
Odia IRV 2017 (ଓଡିଆ ବାଇବେଲ)
କେଦାରର ସମଗ୍ର ମେଷପଲ ତୁମ୍ଭ ନିକଟରେ ଏକତ୍ରୀକୃତ ହେବେ, ନବାୟୋତ୍ର ମେଷଗଣ ତୁମ୍ଭର ପରିଚର୍ଯ୍ୟା କରିବେ; ସେମାନେ ସୁଗ୍ରାହ୍ୟ ହୋଇ ଆମ୍ଭ ଯଜ୍ଞବେଦିର ଉପରକୁ ଆସିବେ, ପୁଣି ଆମ୍ଭେ ଆପଣାର ଭୂଷଣ ସ୍ୱରୂପ ଗୃହକୁ ଭୂଷିତ କରିବା।