Isaiah 60:8 — Compare Translations

5 translations compared side by side

Odia - 1840
"ଏମାନେ କିଏ ଯେ କି ମେଘ ସଦୃଶ ଉଡ଼ି ଆସୁଛନ୍ତି ଓ ଉଡ଼ନ୍ତା କପୋତ ସଦୃଶ ନିଜ ନିଜ ଭାଡ଼ିକୁ ଉଡ଼ି ଆସୁଛନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମେଘର ନ୍ୟାୟ ଓ ଆପଣା ଆପଣା ଭାଡ଼ିକୁ ଉଡ଼ନ୍ତା କପୋତଗଣର ନ୍ୟାୟ ଉଡ଼ି ଆସୁଅଛନ୍ତି ଯେ ଏମାନେ, ଏମାନେ କିଏ?
Odia Bible ERV 2004 (ପବିତ୍ର ବାଇବଲ)
ଏମାନେ କିଏ, ଯେ କି ମେଘ ସଦୃଶ ଉଡ଼ି ଆସୁଛନ୍ତି ଓ ଉଡ଼ନ୍ତା କପୋତ ସଦୃଶ ନିଜ ନିଜ ଭାଡ଼ିକୁ ଉଡ଼ି ଆସୁଛନ୍ତି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମେଘର ନ୍ୟାୟ ଓ ଆପଣା ଆପଣା ଭାଡ଼ିକୁ ଉଡ଼ନ୍ତା କପୋତଗଣର ନ୍ୟାୟ ଉଡ଼ି ଆସୁଅଛନ୍ତି ଯେ ଏମାନେ, ଏମାନେ କିଏ?
Odia IRV 2017 (ଓଡିଆ ବାଇବେଲ)
ମେଘର ନ୍ୟାୟ ଓ ଆପଣା ଆପଣା ଭାଡ଼ିକୁ ଉଡ଼ନ୍ତା କପୋତଗଣର ନ୍ୟାୟ ଉଡ଼ି ଆସୁଅଛନ୍ତି ଯେ ଏମାନେ, ଏମାନେ କିଏ?