Isaiah 60:9 — Compare Translations
5 translations compared side by side
Odia - 1840
"ପ୍ରକୃତ ରେ ଦ୍ବୀପସମୂହ ଆମ୍ଭକୁ ଅପେକ୍ଷା କରିବେ। ପୁଣି ତର୍ଶୀଶର ଜାହାଜସବୁ ସର୍ବପ୍ରଥମେ ନିଜ ନିଜ ରେ ୗପ୍ୟ ଓ ସୁବର୍ଣ୍ଣ ନଇେ, ତୁମ୍ଭର ସନ୍ତାନଗଣକୁ ଦୂରରୁ ଆଣି, ତୁମ୍ଭ ପରମେଶ୍ବର ସଦାପ୍ରଭୁଙ୍କ ସୁନାମ ନିମିତ୍ତ ଓ ଇଶ୍ରାୟେଲର ପବିତ୍ରସ୍ବରୂପଙ୍କ ନିମିତ୍ତ ଆସିବେ କାରଣ ସେ ତୁମ୍ଭକୁ ଗୌରବାନ୍ବିତ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିଶ୍ଚୟ ଦ୍ଵୀପସମୂହ ଆମ୍ଭର ଅପେକ୍ଷା କରିବେ, ପୁଣି ତର୍ଶୀଶର ଜାହାଜସକଳ ଅଗ୍ରଗାମୀ ହୋଇ ଆପଣା ଆପଣା ସଙ୍ଗରେ ସେମାନଙ୍କର ରୌପ୍ୟ ଓ ସୁବର୍ଣ୍ଣ ନେଇ, ତୁମ୍ଭ ସନ୍ତାନଗଣକୁ ଦୂରରୁ ଆଣି, ତୁମ୍ଭ ପରମେଶ୍ଵର ସଦାପ୍ରଭୁଙ୍କ ନାମ ନିମନ୍ତେ⇧ ଓ ଇସ୍ରାଏଲର ଧର୍ମସ୍ଵରୂପଙ୍କ ନିମନ୍ତେ ଆସିବେ, କାରଣ ସେ ତୁମ୍ଭକୁ ଶୋଭିତ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରକୃତରେ ଦ୍ୱୀପସମୂହ ଆମ୍ଭକୁ ଅପେକ୍ଷା କରିବେ। ପୁଣି ତର୍ଶୀଶର ଜାହାଜସବୁ ସର୍ବପ୍ରଥମେ ନିଜ ନିଜ ରୌପ୍ୟ ଓ ସୁବର୍ଣ୍ଣ ନେଇ, ତୁମ୍ଭର ସନ୍ତାନଗଣକୁ ଦୂରରୁ ଆଣି, ତୁମ୍ଭ ପରମେଶ୍ୱର ସଦାପ୍ରଭୁଙ୍କ ସୁନାମ ନିମିତ୍ତ ଓ ଇସ୍ରାଏଲର ପବିତ୍ରସ୍ୱରୂପଙ୍କ ନିମିତ୍ତ ଆସିବେ କାରଣ ସେ ତୁମ୍ଭକୁ ଗୌରବାନ୍ୱିତ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିଶ୍ଚୟ ଦ୍ୱୀପସମୂହ ଆମ୍ଭର ଅପେକ୍ଷା କରିବେ, ପୁଣି ତର୍ଶୀଶର ଜାହାଜସକଳ ଅଗ୍ରଗାମୀ ହୋଇ ଆପଣା ଆପଣା ସଙ୍ଗରେ ସେମାନଙ୍କର ରୌପ୍ୟ ଓ ସୁବର୍ଣ୍ଣ ନେଇ, ତୁମ୍ଭ ସନ୍ତାନଗଣକୁ ଦୂରରୁ ଆଣି, ତୁମ୍ଭ ପରମେଶ୍ୱର ସଦାପ୍ରଭୁଙ୍କ ନାମ ନିମନ୍ତେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ନିମନ୍ତେ ଆସିବେ, କାରଣ ସେ ତୁମ୍ଭକୁ ଶୋଭିତ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ନିଶ୍ଚୟ ଦ୍ୱୀପସମୂହ ଆମ୍ଭର ଅପେକ୍ଷା କରିବେ, ପୁଣି ତର୍ଶୀଶ୍ର ଜାହାଜସକଳ ଅଗ୍ରଗାମୀ ହୋଇ ଆପଣା ଆପଣା ସଙ୍ଗରେ ସେମାନଙ୍କର ରୌପ୍ୟ ଓ ସୁବର୍ଣ୍ଣ ନେଇ, ତୁମ୍ଭ ସନ୍ତାନଗଣକୁ ଦୂରରୁ ଆଣି, ତୁମ୍ଭ ପରମେଶ୍ୱର ସଦାପ୍ରଭୁଙ୍କ ନାମ ନିମନ୍ତେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ନିମନ୍ତେ ଆସିବେ, କାରଣ ସେ ତୁମ୍ଭକୁ ଶୋଭିତ କରିଅଛନ୍ତି।