Isaiah 61:10 — Compare Translations
5 translations compared side by side
Odia - 1840
"ମୁଁ ସଦାପ୍ରଭୁଙ୍କଠା ରେ ଅତିଶଯ ଆନନ୍ଦ କରିବି, ମାରେ ପ୍ରାଣ ମାରେ ପରମେଶ୍ବରଙ୍କଠା ରେ ଉଲ୍ଲସିତ ହବେ; କାରଣ ବର ଯେପରି ଭୂଷଣ ରେ ନିଜକୁ ଭୂଷିତ କରେ ଓ କନ୍ଯା ଯେପରି ନିଜକୁ ରତ୍ନ ରେ ଭୂଷିତା କରେ ସହେିପରି ସେ ପରିତ୍ରାଣରୂପ ବସ୍ତ୍ର ରେ ମାେତେ ଆଚ୍ଛାଦିତ କରିଅଛନ୍ତି ଓ ଧର୍ମରୂପକ ରାଜବସ୍ତ୍ର ରେ ମାେତେ ଆବୃତ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋʼ ପରମେଶ୍ଵରଙ୍କଠାରେ ଉଲ୍ଲସିତ ହେବନ୍ତ କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରନିରେ ଆପଣାକୁ ଭୂଷିତା କରେ, ସେପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ଵିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି⇧।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ସେବକ ପରିତ୍ରାଣ ଆଣିବେ “ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି, ମୋର ପ୍ରାଣ ମୋର ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ; କାରଣ ବର ଯେପରି ଭୂଷଣରେ ନିଜକୁ ଭୂଷିତ କରେ ଓ କନ୍ୟା ଯେପରି ନିଜକୁ ରତ୍ନରେ ଭୂଷିତା କରେ ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି ଓ ଧର୍ମରୂପକ ରାଜବସ୍ତ୍ରରେ ମୋତେ ଆବୃତ କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋʼ ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ; କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରତ୍ନରେ ଆପଣାକୁ ଭୂଷିତା କରେ, ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ୱିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋ’ ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ; କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରତ୍ନରେ ଆପଣାକୁ ଭୂଷିତା କରେ, ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ୱିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି।