Isaiah 61:11 — Compare Translations

5 translations compared side by side

Odia - 1840
"କାରଣ ଭୂମି ଯେପରି ବୀଜକୁ ଅଙ୍କୁରିତ କରାଏ ଓ ଉଦ୍ୟାନ ରେ ବୁଣା ୟାଇଥିବା ମଞ୍ଜି ଯେପରି ଅଙ୍କୁରିତ ହାଇେ ବଢ଼େ, ସହେିପରି ସଦାପ୍ରଭୁ ସମଗ୍ର ଜାତିଗଣଙ୍କ ମଧିଅରେ ଧର୍ମ ଓ ପ୍ରଶଂସା ଅଙ୍କୁରିତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଭୂମି ଯେପରି ଆପଣା ଅଙ୍କୁର ବାହାର କରେ ଓ ଉଦ୍ୟାନ ଯେପରି ଆପଣା ମଧ୍ୟରେ ବୁଣାଯିବା ପଦାର୍ଥସବୁ ଅଙ୍କୁରିତ କରେ, ସେପରି ପ୍ରଭୁ ସଦାପ୍ରଭୁ ସମଗ୍ର ଦେଶୀୟ-ମାନଙ୍କ ସାକ୍ଷାତରେ ଧର୍ମ ଓ ପ୍ରଶଂସା ଅଙ୍କୁରିତ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଭୂମି ଯେପରି ବୀଜକୁ ଅଙ୍କୁରିତ କରାଏ ଓ ଉଦ୍ୟାନରେ ବୁଣା ଯାଇଥିବା ମଞ୍ଜି ଯେପରି ଅଙ୍କୁରିତ ହୋଇ ବଢ଼େ, ସେହିପରି ସଦାପ୍ରଭୁ ସମଗ୍ର ଜାତିଗଣଙ୍କ ମଧ୍ୟରେ ଧର୍ମ ଓ ପ୍ରଶଂସା ଅଙ୍କୁରିତ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଭୂମି ଯେପରି ଆପଣା ଅଙ୍କୁର ବାହାର କରେ ଓ ଉଦ୍ୟାନ ଯେପରି ଆପଣା ମଧ୍ୟରେ ବୁଣାଯିବା ପଦାର୍ଥସବୁ ଅଙ୍କୁରିତ କରେ, ସେହିପରି ପ୍ରଭୁ ସଦାପ୍ରଭୁ ସମଗ୍ର ଦେଶୀୟମାନଙ୍କ ସାକ୍ଷାତରେ ଧର୍ମ ଓ ପ୍ରଶଂସା ଅଙ୍କୁରିତ କରିବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଭୂମି ଯେପରି ଆପଣା ଅଙ୍କୁର ବାହାର କରେ ଓ ଉଦ୍ୟାନ ଯେପରି ଆପଣା ମଧ୍ୟରେ ବୁଣାଯିବା ପଦାର୍ଥସବୁ ଅଙ୍କୁରିତ କରେ, ସେହିପରି ପ୍ରଭୁ ସଦାପ୍ରଭୁ ସମଗ୍ର ଦେଶୀୟମାନଙ୍କ ସାକ୍ଷାତରେ ଧର୍ମ ଓ ପ୍ରଶଂସା ଅଙ୍କୁରିତ କରିବେ।