Isaiah 61:2 — Compare Translations
5 translations compared side by side
Odia - 1840
"କେତବେେଳେ ସଦାପ୍ରଭୁ ତାଙ୍କର କରୁଣା ପ୍ରଦର୍ଶନ କରିବେ ଓ କେଉଁ ସମୟରେ ପରମେଶ୍ବର ଦୁଷ୍ଟାଚାରୀଙ୍କ ଉପ ରେ ପ୍ରତିଶୋଧ ନବେେ ଓ ଶାେକାର୍ତ୍ତମାନଙ୍କୁ ସାନ୍ତ୍ବନା କରିବେ। ସେ ସବୁ ପ୍ରଚାର କରିବାକୁ ପରମେଶ୍ବର ମାେତେ ପ୍ ରରଣେ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କର ଗ୍ରାହ୍ୟ ବର୍ଷ ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କର ପ୍ରତିଶୋଧର ଦିନ ଘୋଷଣା କରିବାକୁ; ଶୋକାର୍ତ୍ତ ସମସ୍ତଙ୍କୁ ସାନ୍ତ୍ଵନା କରିବାକୁ;
Odia Bible ERV 2004 (ପବିତ୍ର ବାଇବଲ)
କେତେବେଳେ ସଦାପ୍ରଭୁ ତାଙ୍କର କରୁଣା ପ୍ରଦର୍ଶନ କରିବେ ଓ କେଉଁ ସମୟରେ ପରମେଶ୍ୱର ଦୁଷ୍ଟାଗ୍ଭରୀଙ୍କ ଉପରେ ପ୍ରତିଶୋଧ ନେବେ ଓ ଶୋକାର୍ତ୍ତମାନଙ୍କୁ ସାନ୍ତ୍ୱନା କରିବେ। ସେ ସବୁ ପ୍ରଗ୍ଭର କରିବାକୁ ପରମେଶ୍ୱର ମୋତେ ପ୍ରେରଣ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କର ଗ୍ରାହ୍ୟ ବର୍ଷ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧର ଦିନ ଘୋଷଣା କରିବାକୁ; ଶୋକାର୍ତ୍ତ ସମସ୍ତଙ୍କୁ ସାନ୍ତ୍ୱନା କରିବାକୁ;
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କର ଗ୍ରାହ୍ୟ ବର୍ଷ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧର ଦିନ ଘୋଷଣା କରିବାକୁ; ଶୋକାର୍ତ୍ତ ସମସ୍ତଙ୍କୁ ସାନ୍ତ୍ୱନା କରିବାକୁ;