Isaiah 61:3 — Compare Translations

5 translations compared side by side

Odia - 1840
"ସିୟୋନର ଶାେକର୍ତ୍ତ ଲୋକମାନଙ୍କୁ ଯୋଗାଇ ଦବୋକୁ ଓ ଭସ୍ମ ପରିବର୍ତେ ଭୂଷଣ, ଦୁଃଖ ପରିବର୍ତେ ସୁଖ ରୂପ ତୈଳ, ଅବସନ୍ନ ଆତ୍ମା ପରିବର୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମାେତେ ପ୍ ରରଣେ କରିଅଛନ୍ତି । ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ବିତ ହବେେ, ଏଥିପାଇଁ ସମାନେେ 'ଧର୍ମରୂପ ବୃକ୍ଷ' ଓ 'ତାଙ୍କର ଉଦ୍ୟାନ ବୋଲି ବିଖ୍ଯାତ ହବେେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ଵିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ⇧ ବୋଲି ବିଖ୍ୟାତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସିୟୋନର ଶୋକାର୍ତ୍ତ ଲୋକମାନଙ୍କୁ ଯୋଗାଇ ଦେବାକୁ ଓ ଭସ୍ମ ପରିବର୍ତ୍ତେ ଭୂଷଣ, ଦୁଃଖ ପରିବର୍ତ୍ତେ ସୁଖ ରୂପ ତୈଳ, ଅବସନ୍ନ ଆତ୍ମା ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି । ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ‘ଧର୍ମରୂପ ବୃକ୍ଷ’ ଓ ‘ତାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍‍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।
Odia IRV 2017 (ଓଡିଆ ବାଇବେଲ)