Isaiah 61:4 — Compare Translations

5 translations compared side by side

Odia - 1840
" ସମାନେେ ପୁରାତନ ଧ୍ବସ୍ତ ବିଧ୍ବସ୍ତ ସ୍ଥାନଗୁଡ଼ିକୁ ପୁନଃନିର୍ମାଣ କରିବେ। ପୂର୍ବକାଳର ନଷ୍ଟ ସ୍ଥାନସବୁ ଉଠାଇବେ, ଆଉ ସମାନେେ ବିନଷ୍ଟ ଓ ଅନକେ ପୁରୁଷ ପରମ୍ପରାର ନଷ୍ଟ ନଗର ସବୁକୁ ନୂତନ କରି ଗଢ଼ିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ପୁରାତନ ଧ୍ଵଂସିତ ସ୍ଥାନସବୁ ନିର୍ମାଣ କରିବେ, ପୂର୍ବ କାଳର ନଷ୍ଟ ସ୍ଥାନସବୁ ଉଠାଇବେ, ଆଉ ସେମାନେ ଧ୍ଵଂସିତ ଓ ଅନେକ ପୁରୁଷ-ପରମ୍ପରାର ନଷ୍ଟ ନଗରସକଳ ନୂତନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ସେମାନେ ପୁରାତନ ଧ୍ୱସ୍ତ ବିଧ୍ୱସ୍ତ ସ୍ଥାନଗୁଡ଼ିକୁ ପୁନଃନିର୍ମାଣ କରିବେ। ପୂର୍ବକାଳର ନଷ୍ଟ ସ୍ଥାନସବୁ ଉଠାଇବେ, ଆଉ ସେମାନେ ବିନଷ୍ଟ ଓ ଅନେକ ପୁରୁଷ ପରମ୍ପରାର ନଷ୍ଟ ନଗର ସବୁକୁ ନୂତନ କରି ଗଢ଼ିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ପୁରାତନ ଧ୍ୱଂସିତ ସ୍ଥାନସବୁ ନିର୍ମାଣ କରିବେ, ପୂର୍ବକାଳର ନଷ୍ଟ ସ୍ଥାନସବୁ ଉଠାଇବେ, ଆଉ ସେମାନେ ଧ୍ୱଂସିତ ଓ ଅନେକ ପୁରୁଷ ପରମ୍ପରାର ନଷ୍ଟ ନଗରସକଳ ନୂତନ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ପୁରାତନ ଧ୍ୱଂସିତ ସ୍ଥାନ ସବୁ ନିର୍ମାଣ କରିବେ, ପୂର୍ବ କାଳର ନଷ୍ଟ ସ୍ଥାନ ସବୁ ଉଠାଇବେ, ଆଉ ସେମାନେ ଧ୍ୱଂସିତ ଓ ଅନେକ ପୁରୁଷ ପରମ୍ପରାର ନଷ୍ଟ ନଗରସକଳ ନୂତନ କରିବେ।