Isaiah 61:5 — Compare Translations
5 translations compared side by side
Odia - 1840
"ବିଦେଶୀଯମାନେ ତୁମ୍ଭ ମଷେପଲ ଚରାଇବା ପାଇଁ ଛିଡ଼ା ହବେେ ଓ ସମାନଙ୍କେର ସନ୍ତାନମାନେ ତୁମ୍ଭ ଶସ୍ଯକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ରେ କାର୍ୟ୍ଯ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଅପରିଚିତ ଲୋକମାନେ ତୁମ୍ଭମାନଙ୍କର ପଲ ଚରାଇବା ପାଇଁ ଠିଆ ହେବେ ଓ ବିଦେଶୀୟମାନେ ତୁମ୍ଭମାନଙ୍କର ଶସ୍ୟକ୍ଷେତ୍ରର ଓ ଦ୍ରାକ୍ଷାକ୍ଷେତ୍ରର କୃଷକ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ବିଦେଶୀୟମାନେ ତୁମ୍ଭ ମେଷପଲ ଚରାଇବା ପାଇଁ ଛିଡ଼ା ହେବେ ଓ ସେମାନଙ୍କର ସନ୍ତାନମାନେ ତୁମ୍ଭ ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ରରେ କାର୍ଯ୍ୟ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅପରିଚିତ ଲୋକମାନେ ତୁମ୍ଭମାନଙ୍କର ପଲ ଚରାଇବା ପାଇଁ ଠିଆ ହେବେ ଓ ବିଦେଶୀୟମାନେ ତୁମ୍ଭମାନଙ୍କର ଶସ୍ୟକ୍ଷେତ୍ରର ଓ ଦ୍ରାକ୍ଷାକ୍ଷେତ୍ରର କୃଷକ ହେବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅପରିଚିତ ଲୋକମାନେ ତୁମ୍ଭମାନଙ୍କର ପଲ ଚରାଇବା ପାଇଁ ଠିଆ ହେବେ ଓ ବିଦେଶୀୟମାନେ ତୁମ୍ଭମାନଙ୍କର ଶସ୍ୟକ୍ଷେତ୍ରର ଓ ଦ୍ରାକ୍ଷାକ୍ଷେତ୍ରର କୃଷକ ହେବେ।