Isaiah 61:6 — Compare Translations

5 translations compared side by side

Odia - 1840
"ମାତ୍ର ତୁମ୍ଭମାନେେ ସଦାପ୍ରଭୁଙ୍କର ଯାଜକ' ବୋଲି ଖ୍ଯାତ ହବେ। ଲୋକମାନେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କର ପରିଚାଳକ' ବୋଲି ଡ଼ାକିବେ। ତୁମ୍ଭମାନେେ ଅନ୍ୟଦେଶୀଯମାନଙ୍କ ସମ୍ପତ୍ତି ଭୋଗ କରିବ ଓ ସମାନଙ୍କେ ଐଶ୍ବର୍ୟ୍ଯ ରେ ତୁମ୍ଭମାନେେ ଗର୍ବିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କର ଯାଜକ ବୋଲି ବିଖ୍ୟାତ ହେବ; ଲୋକମାନେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପରିଚାରକ ବୋଲି ଡାକିବେ; ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କ ସମ୍ପତ୍ତି ଭୋଗ କରିବ ଓ ସେମାନଙ୍କ ଐଶ୍ଵର୍ଯ୍ୟରେ ତୁମ୍ଭେମାନେ ଦର୍ପ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ତୁମ୍ଭେମାନେ ‘ସଦାପ୍ରଭୁଙ୍କର ଯାଜକ’ ବୋଲି ଖ୍ୟାତ ହେବ। ଲୋକମାନେ ତୁମ୍ଭମାନଙ୍କୁ ‘ଆମ୍ଭମାନଙ୍କର ପରିଗ୍ଭଳକ’ ବୋଲି ଡାକିବେ। ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କ ସମ୍ପତ୍ତି ଭୋଗ କରିବ ଓ ସେମାନଙ୍କ ଐଶ୍ୱର୍ଯ୍ୟରେ ତୁମ୍ଭେମାନେ ଗର୍ବିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କର ଯାଜକ ବୋଲି ବିଖ୍ୟାତ ହେବ; ଲୋକମାନେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିଚାରକ ବୋଲି ଡାକିବେ; ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କ ସମ୍ପତ୍ତି ଭୋଗ କରିବ ଓ ସେମାନଙ୍କ ଐଶ୍ୱର୍ଯ୍ୟରେ ତୁମ୍ଭେମାନେ ଦର୍ପ କରିବ।
Odia IRV 2017 (ଓଡିଆ ବାଇବେଲ)