Isaiah 61:7 — Compare Translations

5 translations compared side by side

Odia - 1840
"ଲଜ୍ଜା ପରିବର୍ତେ ସମାନେେ ଦୁଇଗୁର ସମ୍ମାନ ପାଇବେ। ପୁଣି ଅପମାନ ପରିବର୍ତେ ସମାନେେ ନିଜ ନିଜ ଅଧିକାର ରେ ଆନନ୍ଦ କରିବେ। ଏଥିପାଇଁ ସମାନେେ ନିଜ ଦେଶ ରେ ଦୁଇଗୁଣ ଅଂଶ ପାଇବେ ଓ ସମାନଙ୍କେର ଅନନ୍ତକାଳସ୍ଥାଯୀ ଆହ୍ଲାଦ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଲଜ୍ଜାର ପରିବର୍ତ୍ତେ ଦୁଇ ଗୁଣ ସମ୍ମାନ ପାଇବ; ପୁଣି, ଅପମାନର ପରିବର୍ତ୍ତେ ସେମାନେ ଆପଣା ଆପଣା ଅଧିକାରରେ ଆନନ୍ଦ କରିବେ; ଏନିମନ୍ତେ ସେମାନେ ଆପଣାମାନଙ୍କ ଦେଶରେ ଦୁଇ ଗୁଣ ଅଂଶ ପାଇବେ; ସେମାନଙ୍କର ଅନନ୍ତକାଳସ୍ଥାୟୀ ଆହ୍ଲାଦ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଲଜ୍ଜା ପରିବର୍ତ୍ତେ ସେମାନେ ଦୁଇଗୁଣ ସମ୍ମାନ ପାଇବେ। ପୁଣି ଅପମାନ ପରିବର୍ତ୍ତେ ସେମାନେ ନିଜ ନିଜ ଅଧିକାରରେ ଆନନ୍ଦ କରିବେ। ଏଥିପାଇଁ ସେମାନେ ନିଜ ଦେଶରେ ଦୁଇଗୁଣ ଅଂଶ ପାଇବେ ଓ ସେମାନଙ୍କର ଅନନ୍ତକାଳସ୍ଥାୟୀ ଆହ୍ଲାଦ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଲଜ୍ଜାର ପରିବର୍ତ୍ତେ ଦୁଇଗୁଣ ସମ୍ମାନ ପାଇବ; ପୁଣି, ଅପମାନର ପରିବର୍ତ୍ତେ ସେମାନେ ଆପଣା ଆପଣା ଅଧିକାରରେ ଆନନ୍ଦ କରିବେ; ଏନିମନ୍ତେ ସେମାନେ ଆପଣାମାନଙ୍କ ଦେଶରେ ଦୁଇଗୁଣ ଅଂଶ ପାଇବେ; ସେମାନଙ୍କର ଅନନ୍ତକାଳସ୍ଥାୟୀ ଆହ୍ଲାଦ ହେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଲଜ୍ଜାର ପରିବର୍ତ୍ତେ ଦୁଇ ଗୁଣ ସମ୍ମାନ ପାଇବ; ପୁଣି, ଅପମାନର ପରିବର୍ତ୍ତେ ସେମାନେ ଆପଣା ଆପଣା ଅଧିକାରରେ ଆନନ୍ଦ କରିବେ; ଏନିମନ୍ତେ ସେମାନେ ଆପଣାମାନଙ୍କ ଦେଶରେ ଦୁଇ ଗୁଣ ଅଂଶ ପାଇବେ; ସେମାନଙ୍କର ଅନନ୍ତକାଳସ୍ଥାୟୀ ଆହ୍ଲାଦ ହେବ।