Isaiah 61:8 — Compare Translations
5 translations compared side by side
Odia - 1840
"କାରଣ ଆମ୍ଭେ ସଦାପ୍ରଭୁ ନ୍ଯାଯ ବିଚାରକୁ ଭଲ ପାଉଁ। ଆମ୍ଭେ ଅଧର୍ମ ଓ ଅପହରଣକୁ ଘୃଣା କରୁ। ଆଉ ଆମ୍ଭେ ସତ୍ଯ ରେ ସମାନଙ୍କେୁ ପ୍ରତିଫଳ ଦବୋ ଓ ସମାନଙ୍କେ ସହିତ ଅନନ୍ତକାଳସ୍ଥାଯୀ ଏକ ଚୁକ୍ତି କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେ ସଦାପ୍ରଭୁ ନ୍ୟାୟବିଚାର ଭଲ ପାଉ, ଆମ୍ଭେ ଅଧର୍ମଯୁକ୍ତ ଅପହରଣ ଘୃଣା କରୁ; ଆଉ, ଆମ୍ଭେ ସତ୍ୟରେ ସେମାନଙ୍କୁ ପ୍ରତିଫଳ ଦେବା ଓ ସେମାନଙ୍କ ସହିତ ଅନନ୍ତକାଳସ୍ଥାୟୀ ଏକ ନିୟମ କରିବା⇧ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଆମ୍ଭେ ସଦାପ୍ରଭୁ ନ୍ୟାୟ ବିଗ୍ଭରକୁ ଭଲ ପାଉ। ଆମ୍ଭେ ଅଧର୍ମ ଓ ଅପହରଣକୁ ଘୃଣା କରୁ। ଆଉ ଆମ୍ଭେ ସତ୍ୟରେ ସେମାନଙ୍କୁ ପ୍ରତିଫଳ ଦେବା ଓ ସେମାନଙ୍କ ସହିତ ଅନନ୍ତକାଳସ୍ଥାୟୀ ଏକ ଚୁକ୍ତି କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେ ସଦାପ୍ରଭୁ ନ୍ୟାୟବିଚାର ଭଲ ପାଉ, ଆମ୍ଭେ ଅଧର୍ମଯୁକ୍ତ ଅପହରଣ ଘୃଣା କରୁ; ଆଉ, ଆମ୍ଭେ ସତ୍ୟରେ ସେମାନଙ୍କୁ ପ୍ରତିଫଳ ଦେବା ଓ ସେମାନଙ୍କ ସହିତ ଅନନ୍ତକାଳସ୍ଥାୟୀ ଏକ ନିୟମ କରିବା।
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭେ ସଦାପ୍ରଭୁ ନ୍ୟାୟବିଚାର ଭଲ ପାଉ, ଆମ୍ଭେ ଅଧର୍ମଯୁକ୍ତ ଅପହରଣ ଘୃଣା କରୁ; ଆଉ, ଆମ୍ଭେ ସତ୍ୟରେ ସେମାନଙ୍କୁ ପ୍ରତିଫଳ ଦେବା ଓ ସେମାନଙ୍କ ସହିତ ଅନନ୍ତକାଳସ୍ଥାୟୀ ଏକ ନିୟମ କରିବା।