Isaiah 61:9 — Compare Translations
5 translations compared side by side
Odia - 1840
"ପୁଣି ସମାନଙ୍କେ ବଂଶ ଅନ୍ୟ ଦେଶୀଯମାନଙ୍କ ମଧିଅରେ ଓ ସମାନଙ୍କେ ସନ୍ତାନଗଣ ଗୋଷ୍ଠୀମାନଙ୍କ ମଧିଅରେ ବିଖ୍ଯାତ ହବେେ। ସମାନେେ ସଦାପ୍ରଭୁଙ୍କର ଆଶୀର୍ବାଦପ୍ରାପ୍ତ ବଂଶ ବୋଲି ସମାନଙ୍କେୁ ଦେଖିବା ଲୋକ ସମସ୍ତେ ସ୍ବୀକାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନଙ୍କ ବଂଶ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଓ ସେମାନଙ୍କ ସନ୍ତାନଗଣ ଗୋଷ୍ଠୀସମୂହର ମଧ୍ୟରେ ବିଖ୍ୟାତ ହେବେ; ସେମାନେ ସଦାପ୍ରଭୁଙ୍କର ଆଶୀର୍ବାଦପ୍ରାପ୍ତ ବଂଶ ବୋଲି ସେମାନଙ୍କୁ ଦେଖିବା ଲୋକ ସମସ୍ତେ ସ୍ଵୀକାର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନଙ୍କ ବଂଶ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଓ ସେମାନଙ୍କ ସନ୍ତାନଗଣ ଗୋଷ୍ଠୀମାନଙ୍କ ମଧ୍ୟରେ ବିଖ୍ୟାତ ହେବେ। ସେମାନେ ସଦାପ୍ରଭୁଙ୍କର ଆଶୀର୍ବାଦପ୍ରାପ୍ତ ବଂଶ ବୋଲି ସେମାନଙ୍କୁ ଦେଖିବା ଲୋକ ସମସ୍ତେ ସ୍ୱୀକାର କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କ ବଂଶ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଓ ସେମାନଙ୍କ ସନ୍ତାନଗଣ ଗୋଷ୍ଠୀସମୂହର ମଧ୍ୟରେ ବିଖ୍ୟାତ ହେବେ; ସେମାନେ ସଦାପ୍ରଭୁଙ୍କର ଆଶୀର୍ବାଦ ପ୍ରାପ୍ତ ବଂଶ ବୋଲି ସେମାନଙ୍କୁ ଦେଖିବା ଲୋକ ସମସ୍ତେ ସ୍ୱୀକାର କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କ ବଂଶ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଓ ସେମାନଙ୍କ ସନ୍ତାନଗଣ ଗୋଷ୍ଠୀସମୂହର ମଧ୍ୟରେ ବିଖ୍ୟାତ ହେବେ; ସେମାନେ ସଦାପ୍ରଭୁଙ୍କର ଆଶୀର୍ବାଦପ୍ରାପ୍ତ ବଂଶ ବୋଲି ସେମାନଙ୍କୁ ଦେଖିବା ଲୋକ ସମସ୍ତେ ସ୍ୱୀକାର କରିବେ।