Isaiah 62:1 — Compare Translations

5 translations compared side by side

Odia - 1840
"ମୁଁ ସିୟୋନକୁ ଭଲ ପାଏ, ଧର୍ମ ଦୀପ୍ତିର ନ୍ଯାଯ ଓ ତାହାର ପରିତ୍ରାଣ ଜ୍ବଳନ୍ତ ପ୍ରଦୀପର ନ୍ଯାଯ ୟିରୁଶାଲମ ରେ ପ୍ରକଟ ନ ହାଇେଛି, ସେ ପର୍ୟ୍ଯନ୍ତ ଆମ୍ଭେ ତା ନିମନ୍ତେ ବିଶ୍ରାମ ନବୋ ନାହିଁ। ପ୍ରଭାତ ରେ ଦୀପ୍ତି ଲାଭ କରିବା ପରି ମୁଁ ୟିରୁଶାଲମ ରେ ବିଜଯ ଚା ହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପର୍ଯ୍ୟନ୍ତ ସିୟୋନର ଧର୍ମ ଦୀପ୍ତିର ନ୍ୟାୟ ଓ ତାହାର ପରିତ୍ରାଣ ଜ୍ଵଳ; ପ୍ରଦୀପର ନ୍ୟାୟ ପ୍ରକଟ ନ ହୁଏ, ସେପର୍ଯ୍ୟନ୍ତ ଆମ୍ଭେ ତାହା ନିମନ୍ତେ ନୀରବ ହେବା ନାହିଁ ଓ ଯିରୂଶାଲମ ନିମନ୍ତେ ବିଶ୍ରାମ କରିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ନୂତନ ଯିରୁଶାଲମ-ଏକ ଧର୍ମପୂର୍ଣ୍ଣ ନଗରୀ ମୁଁ ସିୟୋନକୁ ଭଲ ପାଏ, ଧର୍ମ ଦୀପ୍ତିର ନ୍ୟାୟ ଓ ତାହାର ପରିତ୍ରାଣ ଜ୍ୱଳନ୍ତ ପ୍ରଦୀପର ନ୍ୟାୟ ଯିରୁଶାଲମରେ ପ୍ରକଟ ନ ହୋଇଛି, ସେ ପର୍ଯ୍ୟନ୍ତ ଆମ୍ଭେ ତା’ ନିମନ୍ତେ ବିଶ୍ରାମ ନେବା ନାହିଁ। ପ୍ରଭାତରେ ଦୀପ୍ତି ଲାଭ କରିବା ପରି ମୁଁ ଯିରୁଶାଲମରେ ବିଜୟ ଗ୍ଭହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପର୍ଯ୍ୟନ୍ତ ସିୟୋନର ଧର୍ମ ଦୀପ୍ତିର ନ୍ୟାୟ ଓ ତାହାର ପରିତ୍ରାଣ ଜ୍ୱଳନ୍ତ ପ୍ରଦୀପର ନ୍ୟାୟ ପ୍ରକଟ ନ ହୁଏ, ସେପର୍ଯ୍ୟନ୍ତ ଆମ୍ଭେ ତାହା ନିମନ୍ତେ ନୀରବ ହେବା ନାହିଁ ଓ ଯିରୂଶାଲମ ନିମନ୍ତେ ବିଶ୍ରାମ କରିବା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେପର୍ଯ୍ୟନ୍ତ ସିୟୋନର ଧର୍ମ ଦୀପ୍ତିର ନ୍ୟାୟ ଓ ତାହାର ପରିତ୍ରାଣ ଜ୍ୱଳନ୍ତ ପ୍ରଦୀପର ନ୍ୟାୟ ପ୍ରକଟ ନ ହୁଏ, ସେପର୍ଯ୍ୟନ୍ତ ଆମ୍ଭେ ତାହା ନିମନ୍ତେ ନୀରବ ହେବା ନାହିଁ ଓ ଯିରୂଶାଲମ ନିମନ୍ତେ ବିଶ୍ରାମ କରିବା ନାହିଁ।