Isaiah 62:10 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଅଗ୍ରସର ହୁଅ, ନଗରଦ୍ବାର ମଧ୍ଯ ଦଇେ ଆଗଇେ ଆସ। ଲୋକମାନଙ୍କ ପାଇଁ ପଥ ପ୍ରସ୍ତୁତ କର। ରାଜପଥ ଉଚ୍ଚକର। ପଥରୁ ପଥରଗୁଡ଼ିକୁ ବାହାର କରିଦିଅ ଓ ଗୋଷ୍ଠୀ ସମୂହଙ୍କ ପାଇଁ ଏକ ଧ୍ବଜା ଉଡ଼ାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଅଗ୍ରସର ହୁଅ, ନଗର-ଦ୍ଵାର ମଧ୍ୟ ଦେଇ ଅଗ୍ରସର ହୁଅ; ଲୋକମାନଙ୍କର ପଥ ପ୍ରସ୍ତୁତ କର; ଉଚ୍ଚ କର, ରାଜପଥ ଉଚ୍ଚ କର; ପ୍ରସ୍ତରସବୁ ବାହାର କରି ସଂଗ୍ରହ କର; ଗୋଷ୍ଠୀସମୂହ ନିମନ୍ତେ ଏକ ଧ୍ଵଜା ଉଠାଅ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଅଗ୍ରସର ହୁଅ, ନଗରଦ୍ୱାର ମଧ୍ୟଦେଇ ଆଗେଇ ଆସ। ଲୋକମାନଙ୍କ ପାଇଁ ପଥ ପ୍ରସ୍ତୁତ କର। ରାଜପଥ ଉଚ୍ଚକର। ପଥରୁ ପଥରଗୁଡ଼ିକୁ ବାହାର କରିଦିଅ ଓ ଗୋଷ୍ଠୀ ସମୂହଙ୍କ ପାଇଁ ଏକ ଧ୍ୱଜା ଉଡ଼ାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଅଗ୍ରସର ହୁଅ, ନଗର-ଦ୍ୱାର ମଧ୍ୟଦେଇ ଅଗ୍ରସର ହୁଅ; ଲୋକମାନଙ୍କର ପଥ ପ୍ରସ୍ତୁତ କର; ଉଚ୍ଚ କର, ରାଜପଥ ଉଚ୍ଚ କର; ପ୍ରସ୍ତରସବୁ ବାହାର କରି ସଂଗ୍ରହ କର; ଗୋଷ୍ଠୀସମୂହ ନିମନ୍ତେ ଏକ ଧ୍ୱଜା ଉଠାଅ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଅଗ୍ରସର ହୁଅ, ନଗର ଦ୍ୱାର ମଧ୍ୟ ଦେଇ ଅଗ୍ରସର ହୁଅ; ଲୋକମାନଙ୍କର ପଥ ପ୍ରସ୍ତୁତ କର; ଉଚ୍ଚ କର, ରାଜପଥ ଉଚ୍ଚ କର; ପ୍ରସ୍ତରସବୁ ବାହାର କରି ସଂଗ୍ରହ କର; ଗୋଷ୍ଠୀସମୂହ ନିମନ୍ତେ ଏକ ଧ୍ୱଜା ଉଠାଅ।