Isaiah 62:12 — Compare Translations

5 translations compared side by side

Odia - 1840
"ଲୋକମାନେ ସମାନଙ୍କେୁ ଡ଼ାକିବେ, ପବିତ୍ର ସଦାପ୍ରଭୁଙ୍କର ଲୋକ, ମୁକ୍ତି ହାଇେଥିବା ଲୋକମାନେ। ତୁମ୍ଭେ ପରିଣତ ହବେ ଗୋଟିଏ ପରମେଶ୍ବରଙ୍କର ଅପରିତ୍ଯକ୍ତା ନଗରୀ, ଏବଂ ଅନ୍ବଷେଣ ବୋଲି ଡାକିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଲୋକମାନେ ସେମାନଙ୍କୁ ପବିତ୍ର ଲୋକ, ସଦାପ୍ରଭୁଙ୍କର ମୁକ୍ତ ବୋଲି ଡାକିବେ; ଆଉ, ତୁମ୍ଭେ ଅନ୍ଵେଷିତା, ଅପରିତ୍ୟକ୍ତା ନଗରୀ ବୋଲି ଖ୍ୟାତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ସେମାନଙ୍କୁ ଡାକିବେ, “ପବିତ୍ର ସଦାପ୍ରଭୁଙ୍କର ଲୋକ,” “ମୁକ୍ତି ହୋଇଥିବା ଲୋକମାନେ।” ତୁମ୍ଭେ ପରିଣତ ହେବ ଗୋଟିଏ “ପରମେଶ୍ୱରଙ୍କର ଅପରିତ୍ୟକ୍ତା ନଗରୀ,” ଏବଂ “ଅନ୍ୱେଷଣ” ବୋଲି ଡାକିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଲୋକମାନେ ସେମାନଙ୍କୁ ପବିତ୍ର ଲୋକ, ସଦାପ୍ରଭୁଙ୍କର ମୁକ୍ତ ବୋଲି ଡାକିବେ, ଆଉ, ତୁମ୍ଭେ ଅନ୍ୱେଷିତା, ଅପରିତ୍ୟକ୍ତା ନଗରୀ ବୋଲି ଖ୍ୟାତ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଲୋକମାନେ ସେମାନଙ୍କୁ “ପବିତ୍ର ଲୋକ,” “ସଦାପ୍ରଭୁଙ୍କର ମୁକ୍ତ ବୋଲି ଡାକିବେ,” ଆଉ, ତୁମ୍ଭେ “ଅନ୍ୱେଷିତା,” “ଅପରିତ୍ୟକ୍ତା ନଗରୀ” ବୋଲି ଖ୍ୟାତ ହେବ।