Isaiah 62:2 — Compare Translations

5 translations compared side by side

Odia - 1840
"ସେତବେେଳେ ଅନ୍ୟ ଦେଶୀଯମାନେ ତୁମ୍ଭର ଧର୍ମ ଓ ରାଜାମାନେ ତୁମ୍ଭର ମହିମା ଦେଖିବେ; ଆଉ ତୁମ୍ଭେ ସଦାପ୍ରଭୁଙ୍କ ମୁଖ ରେ ଏକ ନୂତନ ନାମ ରେ ଖ୍ଯାତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଧର୍ମ ଓ ସକଳ ରାଜା ତୁମ୍ଭର ପ୍ରତାପ ଦେଖିବେ; ଆଉ, ତୁମ୍ଭେ ସଦାପ୍ରଭୁଙ୍କ ମୁଖ ଦ୍ଵାରା ଏକ ନୂତନ ନାମରେ ଖ୍ୟାତ ହେବ⇧ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଅନ୍ୟ ଦେଶୀୟମାନେ ତୁମ୍ଭର ଧର୍ମ ଓ ରାଜାମାନେ ତୁମ୍ଭର ମହିମା ଦେଖିବେ; ଆଉ ତୁମ୍ଭେ ସଦାପ୍ରଭୁଙ୍କ ମୁଖରେ ଏକ ନୂତନ ନାମରେ ଖ୍ୟାତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଧର୍ମ ଓ ସକଳ ରାଜା ତୁମ୍ଭର ପ୍ରତାପ ଦେଖିବେ; ଆଉ, ତୁମ୍ଭେ ସଦାପ୍ରଭୁଙ୍କ ମୁଖ ଦ୍ୱାରା ଏକ ନୂତନ ନାମରେ ଖ୍ୟାତ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଧର୍ମ ଓ ସକଳ ରାଜା ତୁମ୍ଭର ପ୍ରତାପ ଦେଖିବେ; ଆଉ, ତୁମ୍ଭେ ସଦାପ୍ରଭୁଙ୍କ ମୁଖ ଦ୍ୱାରା ଏକ ନୂତନ ନାମରେ ଖ୍ୟାତ ହେବ।