Isaiah 62:3 — Compare Translations

5 translations compared side by side

Odia - 1840
"ଆଉ ତୁମ୍ଭେ ସଦାପ୍ରଭୁଙ୍କ ହସ୍ତ ରେ ଗୋଟିଏ ସୁନ୍ଦର ମୁକୁଟ ସ୍ବରୂପ ଓ ତୁମ୍ଭେ ସଦାପ୍ରଭୁଙ୍କ ହସ୍ତ ରେ ଗୋଟିଏ ରାଜକିରୀଟ ସ୍ବରୂପ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରେ ଗୋଟିଏ ସୁନ୍ଦର ମୁକୁଟ ସ୍ଵରୂପ ଓ ତୁମ୍ଭ ପରମେଶ୍ଵରଙ୍କ ହସ୍ତରେ ଗୋଟିଏ ରାଜକିରୀଟ ସ୍ଵରୂପ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରେ ଗୋଟିଏ ସୁନ୍ଦର ମୁକୁଟ ସ୍ୱରୂପ ଓ ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରେ ଗୋଟିଏ ରାଜକିରୀଟ ସ୍ୱରୂପ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରେ ଗୋଟିଏ ସୁନ୍ଦର ମୁକୁଟ ସ୍ୱରୂପ ଓ ତୁମ୍ଭ ପରମେଶ୍ୱରଙ୍କ ହସ୍ତରେ ଗୋଟିଏ ରାଜକିରୀଟ ସ୍ୱରୂପ ହେବ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରେ ଗୋଟିଏ ସୁନ୍ଦର ମୁକୁଟ ସ୍ୱରୂପ ଓ ତୁମ୍ଭ ପରମେଶ୍ୱରଙ୍କ ହସ୍ତରେ ଗୋଟିଏ ରାଜକିରୀଟ ସ୍ୱରୂପ ହେବ।